>>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • ପଥର ଟ୍ରକ ଜବତ; ୧୫ ହଜାର ଟଙ୍କା ଫାଇନି


    ଡେଲାଙ୍ଗ -----ଡେଲାଙ୍ଗ ଥାନା ଅନ୍ତର୍ଗତ ସାଉରିଆ ଗ୍ରାମ ଛକରେ ଏକ ଚୋରା ମାଙ୍ଗେଡା ପଥର ଟ୍ରକକୁ ଡେଲାଙ୍ଗ ତହସିଲଦାର ରାଜେନ୍ଦ୍ର ଆଚାରିଆ ଅଟକ ରଖି କାଗଜପତ୍ର ତନଖି କରିଥିଲେ । ଗାଡିର ଡ୍ରାଇଭର ସଠିକ କାଗଜପତ୍ର ନ ଦେଖାଇ ପାରିବାରୁ ୧୫ ହଜାର ଟଙ୍କା ଜୋରିମାନା କରାଯାଇଥିବା ଶ୍ରୀ ଆଚାରିଆଙ୍କ ଠାରୁ ସୁଚନା ମିଳିଛି । ଗାଡି ନଂ ହେଲା ଏଆର. ୦୨. ଏଫ. ୮୭୩୩ ବୋଲି ଜଣାପଡିଛି । ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି

    Blog Archive

    Popular Posts