ପବିତ୍ର ଗାନ୍ଧୀ ଜୟନ୍ତୀରେ ଦିବ୍ୟାଙ୍ଗ ମାନଙ୍କୁ ବ୍ୟାଟେରି ଚାଳିତ ଟ୍ରାଇ ସାଇକେଲ ବଣ୍ଟନ
ସାକ୍ଷୀଗୋପାଳ --- ଅକ୍ଟୋବର ଦୁଇ ତାରିଖ ପବିତ୍ର ଗାନ୍ଧୀ ଓ ଲାଲ ଜବାହର ନେହୁରଙ୍କ ଜନ୍ମ ଦିବସ । ଏହି ଅବସରରେ ସତ୍ୟବାଦୀ ବ୍ଳକରେ ୧୪ ଜଣଙ୍କୁ ଦିବ୍ୟାଙ୍ଗଙ୍କୁ ବ୍ୟାଟେରି ଚାଳିତ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ ପ୍ରହଲ୍ଲାଦ ଘଟୁଆରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦିବ୍ୟାଙ୍ଗ ମାନଙ୍କୁ ସାଇକେଲ ବଣ୍ଟନ କରିଥିଲେ । ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି