>>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • ଅବକାରୀ ବିଭାଗ ଓ ରାଇକିଆ ଥାନା ପୋଲିସ ର ମିଳିତ ଚଢ଼ାଉ

    ଫୁଲବାଣୀ----  ଅବକାରୀ ବିଭାଗ ଓ ରାଇକିଆ ଥାନା ପୋଲିସ ର ମିଳିତ ଚଢ଼ାଉ କରିଥିଲେ ।  କୋରଡ଼ା ଗ୍ରାମ ପଞ୍ଚାୟତ ର ତଳପାଲି ଗ୍ରାମରେ ବେଆଇନ ମଦ ବ୍ୟବସାୟ ହେଉଥିବା ଖବର ପାଇ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ୯ଗୋଟି କିଙ୍ଗ ଫିସର ବିୟର ବୋତଲ , ୨୧ ଗୋଟି ହଣ୍ଟର କ୍ୟାନ ବିୟର , ୧୬ ଗୋଟି ଏମ ସି ନମ୍ବର 1 ରୋମ ବୋତଲ ଜବତ କରିବା ସହ ଚୋରା ମଦ ବ୍ୟବସାୟ କରୁଥିବା ଅଭିଯୁକ୍ତ ହରିହର ମଲ୍ଲିକ ନାମକ ଜଣେ ବ୍ୟକ୍ତି ଙ୍କୁ ଗିରଫ କରି ରାଇକିଆ ଥାନା ପକ୍ଷରୁ 76/20 ମାମଲା  ଅବକାରୀ ଜନିତ ଦଫା ରୁଜୁ କରି ଅଭିଯୁକ୍ତ ଙ୍କୁ କୋର୍ଟ ଚାଲାଣ କରିଥିବା ରାଇକିଆ ଥାନା ଅଧିକାରୀ ତରୁଣ ତପନ ବେହେରା ଗଣମାଧ୍ୟମ ଙ୍କୁ ସୂଚନା ଦେଇଛନ୍ତି । ଫୁଲବାଣୀ ରୁ ବୈଦ୍ୟନାଥ ନାୟକ ଙ୍କ ରିପୋର୍ଟ

    Blog Archive

    Popular Posts