>>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • ଦାରୁବ୍ରହ୍ମ ପୁସ୍ତକ ଉନ୍ମୋଚିତ


      ଡେଲାଙ୍ଗ ---- ପବିତ୍ର ନାଗାର୍ଜୁନ ବେଶ ଅବସରରେ ସାହିତ୍ୟକ ଫକୀର ଚରଣ ପାଢ଼ୀଙ୍କ ରଚିତ ଶ୍ରୀ ଜଗନ୍ନାଥଙ୍କ ଗବେଷଣାତ୍ମକ ପୁସ୍ତକ ଦାରୁବ୍ରହ୍ମ ୍ମବୋଳକଣା ଗ୍ରାମର ଐଶାନ୍ୟଶ୍ୱର ଦେବଙ୍କ ପ୍ରାଙ୍ଗଣରେ ଧର୍ମ ପରାୟଣ ମହିଳା ମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ୠ୍ରାମ୍ୟ କମିଟି ସଭାପତି ବ୍ରଜବନ୍ଧୁ ପରିଡା, ଜାନକୀ ପାଢ଼ୀ, ଗୁନମଣୀ ପାଢ଼ୀ, ରମା ବରାଳ, କୁନି ନାୟକ, ରାଧାମଣୀ ପାଢ଼ୀ, ହାରାମଣୀ ସାହୁ ଓ ନୀଳଚକ୍ର ପ୍ରକାଶନର ସମ୍ପାଦକ  ତଥା ସବୁଜ ଡେଲାଙ୍ଗ ଟ୍ରଷ୍ଟର ଆବାହକ ହୃଷୀକେଶ ପାଢ଼ୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ପୁସ୍ତକରେ ଜଗନ୍ନାଥଙ୍କର ବିଭିନ୍ନ ଦିନରେ ବିଭିନ୍ନ ବେଶ ତଥା ବରିଳ ନାଗାର୍ଜୁନ ବେଶ ସମ୍ପର୍କରେ ଉଲ୍ଲେଖ ରହିଛି । ଏହି ଅବସରରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ପକ୍ଷରୁ ନିମ୍ବ ବୃକ୍ଷ ରୋପଣ କରିଥିଲେ ।

     ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି , ୨୭/୧୧/୨୦୨୦---୭,୪୫

    Blog Archive

    Popular Posts