>>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • ସମ୍ବିଧାନ ଦିବସ ପାଳନ ସହିତ ବୃକ୍ଷ ରୋପଣ


     ଡେଲାଙ୍ଗ --------ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ମୁନିନ୍ଦା ଗ୍ରାମ ପଞ୍ଚାୟତ ବରକେରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସମ୍ବିଧାନ ଦିବସ ପାଳନ ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିସରରେ ଥିବା  ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ  ଅତିଥିମାନେ ପ୍ରଥମେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ ସେଠୀଙ୍କ ଅଧ୍ୟକ୍ଷତାରେ  କୋଭିଡ୍‌- ୧୯  ଆଇନ ଅନୁଯାଇ ସମ୍ବିଧାନ ଦିବସ ପାଳନ ହୋଇଥିଲା । ସମ୍ବିଧାନର ସୁରକ୍ଷା ଉପରେ ଶପଥ ପାଠ କରାଯାଇଥିଲା ।  ଶିକ୍ଷକ ମିଟୁ କିଶୋର ପ୍ରଧାନ, ମଞ୍ଜୁଲତା ପ୍ରଧାନ,ସୁଧିର କୁମାର ଜେନା,ବିରଞ୍ଚି ନାରାୟଣ ବରାଳ,ପୁରଷୋତମ ନାୟକ ଓ ପ୍ରକୃତି ବନ୍ଧୁ ବିଶ୍ୱଜିତ ପରିଡା ପ୍ରମୁଖ ଯୋଗଦେଇ ସମ୍ବିଧାନ ପ୍ରଣେତା ଓ ସମ୍ବିଧାନ ସୁରକ୍ଷାଉପରେ ନିଜ ନିଜ ମତ ପ୍ରକାଶ କରିଥିଲେ ।  ସମ୍ବିଧାନ ଦିବସକୁ ମନେ ରଖିବା ପାଇଁ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା । ଶିକ୍ଷକ ସୁଧିର କୁମାର ଜେନା ଶେଷରେ ଧନ୍ୟବାଦ ଦେଇଥିଲେ ।

     ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି , ୨୭/୧୧/୨୦୨୦---୬,୦୫

    Blog Archive

    Popular Posts