Breaking News

ବିଜୁ ସେତୁ ପରିଦର୍ଶନ କଲେ ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ


 ଭେଡେନରୁ ଭବାନୀ ଶଙ୍କର ପାଢ଼ୀଙ୍କ ରିପୋର୍ଟ ସାକ୍ଷୀ ଗୋପାଳ ନିଉଜ୍:- ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଲୁହାଖଣ୍ଡି ପଞ୍ଚାୟତର ଲୁହାଖଣ୍ଡି ରୁ ଜାମପାଲି ୨ କୋଟି ୫୭ ଲକ୍ଷ ବ୍ୟୟ ଅଟକଳ ମୂଲ୍ୟରେ ନିର୍ମିତ ବିଜୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ ଥିବା ସେତୁକୁ ପୂର୍ବତନ ମନ୍ତ୍ରୀ ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ପରିଦର୍ଶନରେ ଆସି କାର୍ଯ୍ୟ ତଦାରଖ କରିଥିଲେ।ତାଙ୍କ ସହିତ ଭେଡେନ ବ୍ଲକ ଅଧ୍ୟକ୍ଷ ଡ଼ୋଲାମଣୀ କ୍ଷେତି, ଉପାଧ୍ୟକ୍ଷା ସୁପ୍ରଭା ପ୍ରଧାନ, ଲୁହାଖଣ୍ଡି ସରପଞ୍ଚ କ୍ଷୀରୋଦ ମେଲ୍ଲୀ, ସଂକ୍ରିଡା ସରପଞ୍ଚ ଶୁସାନ୍ତ କୁମାର ସାହୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀ ଉପସ୍ଥିତ ରହି ଥିଲେ। ସେତୁ କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ବିଧାୟିକା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଭେଡେନ ରୁ ଭବାନୀ ଶଙ୍କର ପାଢ଼ୀଙ୍କ ରିପୋର୍ଟ ସାକ୍ଷୀ ଗୋପାଳ ନିଉଜ୍.. ୨୦/୧୧/୨୦୨୦----୨,୪୦

Blog Archive

Popular Posts