>>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • ମଧୁବନ ଉ,ପ୍ରା ବିଦ୍ୟାଳୟର ପୁରାତନ ଛାତ୍ର ମାନଙ୍କର ବନ୍ଦୁ ମିଳନ

     ସାକ୍ଷୀଗୋପାଳ------ ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ମଧୁବନ ଉ,ପ୍ରା ବିଦ୍ୟାଳୟର ୧୯୭୩ ମସିହା ବ୍ୟାଚର ପୁରାତନ ଛାତ୍ର ମାନଙ୍କର ଏକ ବନ୍ଦୁ ମିଳନ ଉତ୍ସବ ବଜ୍ରମହାକାଳୀ  ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦିବ୍ୟାଙ୍ଗତଛାତ୍ର ମାନଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ବିଦ୍ୟାଳୟର ଉନ୍ନତି ପାଇଁ ସମସ୍ତ ପୁରାତନ ଛାତ୍ର ମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । ବିଜୟ କୁମାର ପରିଡା, କୁମର ପ୍ରଧାନ, କୈଳାଶ ମହାରଣା, ଯୁଗଳ ବରାଳ, ଦୁର୍ଯ୍ୟୋଧନ ଜେନା, ସୁବାଶ ଚନ୍ଦ୍ର ପରିଡା, ପ୍ରତାପ ପ୍ରଧାନ, ବେଣୁଧର ପ୍ରଧାନ, ଅଭିମନ୍ୟୁ ପ୍ରଧାନ, ଅମିନ ପ୍ରଧାନ, ଭୀମ ସେନାପତିଦୁଃଶାସନ ପତି, ସରୋଜ ସ୍ୱାଇଁ, ଆର୍ତ୍ତତ୍ରାଣ ବେହେରା, ଅମ୍ବିକା ପ୍ରଶାଦ ରଥ, ଗୋପିନାଥ ରଥ, ଗୋପାଳ ନାୟକପ୍ରମୁଖ ଯୋଗଦେଇଥିଲେ । ମଧୁବନ ଗ୍ରାମ ପଞ୍ଚାୟତରେ ଭଲିବଲ ପ୍ରତିଯୋଗିତା କରିବା ପାଇଁ ନିସ୍ପତି କରାଯାଇଥିବା ସମ୍ପର୍କେ ବିଜୟ ପରିଡା ଜଣାଇଛନ୍ତି ।



     ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି 

    Blog Archive

    Popular Posts