Breaking News

>>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • >>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • ସାତଟି ବ୍ରହ୍ମକମଳ ଫୁଲ ଫୁଟିଲା


      ସାକ୍ଷୀଗୋପାଳ---- ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମର ବଳଭଦ୍ର ମହପାତ୍ରଙ୍କ ଅଗଣାରେ ଥିବା ବ୍ରହ୍ମକମଳ ଫୁଲ ଆଜି ରାତିରେ ଫୁଟିବା ଆରମ୍ଭ ହୋଇଛି । ଫୁଲ ଗୁଡିକ ଫୁଟି ଯିବାରୁ ଗ୍ରାମରେ ଥିବା ଠାକୁର ଓ ଠାକୁରାଣୀଙ୍କୁ ଏହି ଫୁଲ ସମର୍ପଣ କରାଯିବ ବୋଲି ଶ୍ରୀ ମହପାତ୍ରଙ୍କ ଠାରୁ ସୁଚନା ମିଳିଛି । ଅନ୍ୟପକ୍ଷେ ଗଛରେ ଆଉ ଆଠଟି ଫୁଲ ଫୁଟିବା ପାଇଁ କଢ଼ ରହିଥିବା ସମ୍ପର୍କେ ଶ୍ରୀ ମହାପାତ୍ର କହିଛନ୍ତି । ସୁଚନା ଯୋଗ୍ୟ ଯେ ଶ୍ରୀ ମହାପାତ୍ରଙ୍କ ଅଗଣାରେ ଥିବା ଗଛଟି ବହୁ ଦିନର ହୋଇଥିବାରୁ ଅଧିକାଂଶ ସମୟରେ ଫୁଲ ଫୁଟିଥାଏ । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୭/୧୨/୨୦୨୦----୯,୧୫

    Blog Archive

    Popular Posts