Breaking News

>>
  • ବେଆଇନ ମଇଁଷି ଚାଲାଣ ; ୧୧ମଇଁଷି ଉଧାର , ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • >>
  • ବିଶ୍ୱ ପର୍ଯ୍ୟାବରଣ ଦିବସରେ ପ୍ଲାଷ୍ଟିକ ପ୍ରଦୂଷଣକୁ ବନ୍ଦ କରିବା ଭାରତୀୟ ରେଳବାଇର ମୁଖ୍ୟ ଲକ୍ଷ
  • >>
  • ଧର୍ମ ପରାୟଣ ମହିଳାଙ୍କ ପରଲୋକ
  • >>
  • ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରାଜ୍ଯ ସୋସିଆଲ ମିଡିଆରେ ସାମିଲ ହେଲେ ସତ୍ୟବାଦୀ ର ଲିପ୍ତି ରଞ୍ଜନ ପ୍ରଧାନ
  • >>
  • ବଣୁଆ ହାତୀଙ୍କ ଉପଦ୍ରବ, ବିରିକୋଟରେ ଘର ଭାଙ୍ଗିଲେ
  • >>
  • ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନେମାହନ ସିଂହଙ୍କ ପରଲୋକ
  • >>
  • ପ୍ରକୃତି ବନ୍ଧୁ ସମ୍ମାନୀତ ଶିକ୍ଷକ ଦ୍ଵିତୀକୃଷ୍ଣ:ଇଣ୍ଟରନେସନାଲ୍ ସୋସିଆଲ ଅନରେବଲ୍ ଆଓ୍ଵାର୍ଡ ସହ ପାଇଲେ ଡକ୍ଟରେଟ ସମ୍ମାନ
  • >>
  • କନ୍ଧମାଳରୁ - ପୁରୀ ଗଞ୍ଜେଇ ଚାଲାଣ ; ଅବକାରୀ ବିଭାଗର ଚଢ଼ାଉ, କାର୍ ସହ ୬୦ କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ
  • >>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • ସାନଖେମୁଣ୍ଡି ବିଧାୟକଙ୍କ ଦ୍ୱାରା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ


    ଧରାକୋଟ---- ୭୨ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଧରାକୋଟ ନେତାଜୀ କ୍ଲବ ଆନୁକୂଲ୍ୟରେ ଜାତିର ପିତାମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି:ଉନ୍ମୋଚନ ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ  ଦ୍ୱାରା ହୋଇଯାଇଛି ।ଏହି ଉନ୍ମୋଚନି ଉତ୍ସବରେ  ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ସହ ବହୁ କଂଗ୍ରେସ କର୍ମୀ ଓ ଯୁବ ନେତା ମାନେ ଯୋଗ ଦେଇଥିଲେ । ସଭାରେ ମାନ୍ୟବର ବିଧାୟକ ଦେଶପାଇଁ ମହାତ୍ମା ଗାନ୍ଧୀଙ୍କ  ତ୍ୟାଗ  ବଳିଦାନ ଓ ମହାନତା ବିଷୟରେ ଆଲୋଚନା କରିବା ସହ ଗାନ୍ଧିଜୀଙ୍କ ପ୍ରତି ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
    ରିପୋର୍ଟ : କାଳୁ ଚରଣ ମହାପାତ୍ର ,୨୬/୧/୨୦୨୧-----୫,୦୦

    Blog Archive

    Popular Posts