Breaking News

ମହିଳାଙ୍କୁ ହତ୍ୟା କରି ମୁଣ୍ଡ କାଟିବା ଘଟଣା। ,,,ରାୟ ସଂରକ୍ଷିତ


ଭୁବନେଶ୍ୱର__--- ଭୁବନେଶ୍ୱର ରେ ମହିଳାଙ୍କୁ ହତ୍ୟା କରି ମୁଣ୍ଡ କାଟିବା ମାମଲାରେ ଦୁଇ ଅଭିଯୁକ୍ତ ଙ୍କ ରିମାଣ୍ଡ ଆବେଦନର ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ଯେ ଏମ ଏ ଫ ସି କୋର୍ଟ। ଶୁକ୍ରବାର କମିଶନରେଟ ପୋଲିସ ଏହି ମାମଲାରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରିବା ସହ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ଯାହାର ବିଚାର କରି ରାୟକୁ ସଂରକ୍ଷିତ ରଖାଯାଇଛି। ଭୁବନେଶ୍ୱର ରୁ ଧୀରେନ୍ଦ୍ର ସେନାପତି, ୧୩/୨/୨୦୨୧_-----୬,୩୦

Blog Archive

Popular Posts