Breaking News

>>
  • ନିଷ୍ଠା ପରିବାର ତରଫ ରୁ ଜାତୀୟ କେନସର ସର୍ଭାଇଭର ଡେ ପାଳିତ
  • >>
  • ଘୁମୁସର ବରିଷ୍ଠ ନାଗରିକ ମଞର ବୈଠକ ଭଞ୍ଜନଗର
  • >>
  • ଶାନ୍ତିସ୍ରୋତ ଭବନରେ ନିଶାମୁକ୍ତ ଦିବସ ପାଳିତ
  • >>
  • ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ପ୍ରତିଭା ସମ୍ମlନ 2025 ପାଇଁ ପ୍ରସ୍ତୁତି ବୈଠକ
  • >>
  • ରାଜରାଣୀ' ଏକ୍ସପ୍ରେସ ଟ୍ରେନରୁ ଉଦ୍ଧାର ; ପରିବାର ସଦସ୍ୟଙ୍କୁ ଟଙ୍କାର ପ୍ରଲୋଭନ ଦେଖାଇ ନିରୀହ ବାଳିକାଙ୍କୁ ବିଦେଶ ଚାଲାଣ ଅଭିଯୋଗ
  • >>
  • ଶାରୀରିକ ସୁସ୍ଥତାକୁ ପ୍ରୋତ୍ସାହିତ କରି, ଖୋର୍ଦ୍ଧା ରୋଡ୍ ହାଫ୍ ମାରାଥନ୍ , ଅର୍ଜୁନ ପୁରସ୍କାରପ୍ରାପ୍ତ ଦୂତୀ ଚାନ୍ଦ ହାଫ୍ ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କଲେ
  • >>
  • ସତ୍ୟବାଦୀ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ୟୁନିଅନ୍ ସଭାପତି ଙ୍କର ସରକାରୀ ସେବା ନିବୃତ୍ତି
  • >>
  • ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
  • >>
  • ଗାଁ କୁ ଫେରିଛି ସୁରଥ ର "ସୂତାକଳ" - ବିଞ୍ଚଣା ଗାଁର ଦୁଇଭାଇଙ୍କ ନିଆରା ପ୍ରୟାସ , ସରକାରଙ୍କ ସହଯୋଗକୁ ଅପେକ୍ଷା
  • >>
  • ବିଧାନସଭା ଷ୍ଟାଣ୍ଡିଂ କମିଟିର ଭଞ୍ଜନଗର ଗସ୍ତ, ଭିତ୍ତିଭୂମି ପରଖିଲେ
  • >>
  • ଘୁମୁସର ଗବେଷଣା ପ୍ରତିଷ୍ଠାନର ପଞ୍ଚମ ବାର୍ଷିକ ସମ୍ମିଳନୀ
  • >>
  • ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପାଇଁ ଯୁବ ଓ ଛାତ୍ର କଂଗେସ ନେତା ଙ୍କୁ ଗିରଫ
  • >>
  • ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ ; କେନ୍ଦ୍ର କୃଷିମନ୍ତ୍ରୀ ‌ ଓ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ
  • ସରସ୍ବତୀ ସୋସିଆଲ ଏଜୁକେସନାଲ ବିକାଶ ପରିଷଦ ଆନୁକୂଲ୍ୟରେ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

    ଯାଜପୁର---  ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ସରସ୍ବତୀ ସୋସିଆଲ ଏଜୁକେସନାଲ ବିକାଶ ପରିଷଦ ଆନୁକୂଲ୍ୟରେ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ବାରା ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ଗୋପବନ୍ଧୁ ଛକରେ ପଥପ୍ରାନ୍ତ ନାଟକ ଓ ଗୀତସଙ୍ଗୀତ ମନୋରଞ୍ଜନ କାର୍ଯ୍ୟକ୍ରମ ଜରିଆରେ ଲୋକ ମାନଙ୍କୁ ଟ୍ରାଫିକ୍ ନିୟମ ପାଳନ ଓ ସଡକ ସୁରକ୍ଷା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଯାଜପୁର ଏସପି ରାହୁଲ ପିଆର୍, ସ୍ଥାନୀୟ କୋରାଇ ବିଧାୟକ ଅଶୋକ କୁମାର ବଳ ଓ ବ୍ୟାସନଗର ପୂର୍ବତନ ନଗରପାଳ ରସାନନ୍ଦ ମହାନ୍ତି ପ୍ରମୁଖ ଅତିଥି ରୂପେ ଯୋଗ ସଚେତନତାର ବାର୍ତ୍ତା ଦେଇଥିଲେ । ସଚେତନତା କାର୍ଯ୍ୟକ୍ରମର ଆୟୋଜନ ପାଇଁ ଅତିଥି ମାନେ ଆୟୋଜକଙ୍କର ପ୍ରଶଂସା କରିଥିଲେ । ହାସ୍ୟ ଅଭିନେତା ଉମେଶ ଦାସ ଓରଫ୍ ଟନିଆଭାଇ ମଧ୍ୟ ପଥପ୍ରାନ୍ତ ନାଟକରେ ଅଜା ଭୂମିକାରେ ଅଭିନୟ କରି ନାତୁଣିକୁ ହେଲମେଟ ପିନ୍ଧିବା ଓ ସଡକ ନିୟମ ପାଳନ କରିବାକୁ ପରାମର୍ଶ ଦେଇଥିଲେ ।  
      ଯାଜପୁର ରୁ ଶିବ କେତନ  ମହାନ୍ତି ଙ୍କ ରିପୋର୍ଟ ୨୪/୨/୨୦୨୧----୨,୫୦

    Blog Archive

    Popular Posts