Breaking News

ବିଜେଡି ର ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା


ଡେଲାଙ୍ଗ----- ପିପିଲି ନିର୍ବାଚନ ମଣ୍ଡଳୀ ରେ ଉପନିର୍ବାଚନ ପାଇଁ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିବଂଗତ ମହାରଥୀଙ୍କ ପୁଅ  ରୁଦ୍ର ପ୍ରତାପ ମହାରଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ପିପିଲି ଓ ଡେଲାଙ୍ଗ ରେ ବିଜେଡି କର୍ମୀମାନେ ଆନନ୍ଦ ପ୍ରକାଶ କରିଛନ୍ତି । ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି

Blog Archive

Popular Posts