Breaking News

ବିଜେପି ର ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା


ଡେଲାଙ୍ଗ---- ପିପିଲି ଉପନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ହେବା ପରେ ବିଜେପି ଦଳ ପକ୍ଷରୁ ପ୍ରାର୍ଥୀ ଙ୍କ ନାମ ଘୋଷଣା କରାଯାଇଛି । ବିଜେପି ପୁରୀ ଜିଲ୍ଲା ସଭାପତି ଆଶିଷ ପଟ୍ଟନାୟକଙ୍କ ନାମ ଘୋଷଣା କରାଯାଇଛି । ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ,୨୫/୩/୨୦୨୧-----୯,୦୦

Blog Archive

Popular Posts