>>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • ରେଶମ ଗ୍ରାମପଞ୍ଚାୟତ ତିନିଦିନ ପାଇଁ ସଠଡାଉନ ଘୋଷଣା କଲେ ସରପଞ୍ଚ


      ଭେଡେନ--- ବରଗଡ ଜିଲ୍ଲାର ଭେଡେନ ବ୍ଳକର ରେଶମ ଗ୍ରାମ ପଞ୍ଚାୟତକୁ ତିନିଦିନ ପାଇଁ ସଟଡାଉନ ଘୋଷଣା କରିଛନ୍ତି ସ୍ଥାନୀୟ ସରପଞ୍ଚ ସଂଖ୍ୟାକାରୀ ଖମାରୀ । ସୁଚନାଯୋଗ୍ୟ ଯେ ଉକ୍ତ ପଞ୍ଚାୟତର ସିଂହେନପାଲି ଓ ପ୍ରଧାନପାଲି ଗ୍ରାମର ଦୁଇଜଣ ବ୍ୟକ୍ତି କରୋନାରେ ଆକ୍ରନ୍ତ ହୋଇ ମୃତ୍ୟୁ ବରଣ କରିଛନ୍ତି । ଅନ୍ୟ ପକ୍ଷେ ଜିଲ୍ଲା, ବ୍ଳକ ଓ ପଞ୍ଚାୟତରେ କରୋନା ରୋଗୀଙ୍କ ସଂଖ୍ୟା ବଡିବାରେ ଲାଗିଛି । ଏହାକୁ ନଜର କରି ପଞ୍ଚାୟତର ଜନସାଧାରଣଙ୍କ ଜୀବନ ପ୍ରତି ବିପଦ ଥିବାର ଡାକ୍ତରଖାନା ଓ ମେଡିସିନ ଦେକାନ ବ୍ୟତିତ୍ୟ ଅନ୍ୟ ସମସ୍ତ ଦେକାନ ବଜାର ୨୯/୪/୨୦୨୧ ରିଖରୁ ତିନିଦିନ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରାଯାଇଛି । ଏହି ଆଇନକୁ ଖିଲାପକଲେ କୋଭିଡ-୧୯ ଆଇନ ଅନୁଯାୟୀ ଦଣ୍ଡିତ କରାଯିବ  ବୋଲି ସରପଞ୍ଚ ଶ୍ରୀ ଖମାରୀ କହିଛନ୍ତି । ଏ ସମ୍ପର୍କରେ ବିଡିଓ, ତହସିଲଦାର ଓ ଭେଡେନ ଥାନା ଆଧିକାରୀଙ୍କୁ ଜଣାଇଦିଆଯାଇଛି ବୋଲି ଜଣାପଡିଛି । 

    ଭେଡେନରୁ ଭବାନୀଶଙ୍କ ପାଢ଼ୀ, ୨୯/୪/୨୦୨୧---୭,୦୦

    Blog Archive

    Popular Posts