Breaking News

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ

 ଡେଲାଙ୍ଗ -----ଡେଲାଙ୍ଗ ଥାନା ଅନ୍ତର୍ଗତ କଲ୍ୟାଣପୁର ଗ୍ରାମର କାମିନି ପ୍ରଧାନଙ୍କ ଘରେ ବିଳମ୍ବିତ ରାତିରେ କେତେକ ଦୁବୁର୍ତ୍ତ ଘରର କବାଟ ଭାଙ୍ଗି ଘରେ ପଶିଥିଲେ । ଘରେ ଥିବା ଆଲମାରୀ ଭାଙ୍ଗି ୫ଲକ୍ଷ ଟଙ୍କାର ସୁନା, ରୂପା ଅଳଙ୍କାର ସହିତ ନଗଦ ୨୦ ହଜାର ଟଙ୍କା ଲୁଟି ନେଇଥିବା ଡେଲାଙ୍ଗ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ଡେଲାଙ୍ଗ ଥାନା ଆଇଆଇସି ରଶ୍ମି ରଞ୍ଜନ ପଟ୍ଟନାୟକ ଏକ କେସରୁଜ କରି ତଦନ୍ତ ଜାରି ରଖିଥବା ଜଣାପଡିଛି । 

 ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୧୩/୪/୨୦୨୧----୯,୧୦

Blog Archive

Popular Posts