>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ମାସ୍କ ବ୍ୟବହାର ନ କରି ୨୭ ଜଣ ତଣ୍ଡ ଗଣିଲେ

     ସାକ୍ଷୀଗୋପାଳ -----ପୁରୀ ଜିଲ୍ଲାରେ କରୋନା ମାଡି ଚାଲିଛି । ସେଥିରୁ ବାଦ ପଡିନାହିଁ ସତ୍ୟବାଦୀ ବ୍ଳକ । ସତ୍ୟବାଦୀ ପ୍ରଶାସନ ପକ୍ଷରୁ ଲୋକମାନଙ୍କୁ କରୋନା ଆଇନ ମାନିବାକୁ ଯେତେ ସଚେତନତା କଲେ ମଧ୍ୟ କିଛି ଆମାନିଆ ମାନୁ ନାହାନ୍ତି । ଏହାକୁ ନଜର କରି ସତ୍ୟବାଦୀ ଥାନା ଆଇଆଇସି ଦେବୀ ପ୍ରସାଦ ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ ୩୧୬ ଜାତୀୟ ରାଜପଥ,ବଜାର ଓ ବିଭିନ୍ନ ସ୍ଥାନରେ ଚଡାଉ କରି ମାସ୍କ ବ୍ୟବହାର କରିନଥିବା ୨୭ ଜଣ ଅମାନିଆଙ୍କ ଠାରୁ ୨୭ଶହ  ଟଙ୍କା ଜୋରିମାନ ଆଦାୟ କରାଯାଇଥିବା ଜଣାପଡିଛି ।    

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୩୦/୪/୨୦୨୧---୯,୨୫

     Sakhigopal , Dhirendra Senapti, 30/4/2021---9,25

    Blog Archive

    Popular Posts