୧୯ ତାରିଖରୁ ସମସ୍ତ ଶିକ୍ଷା ଅନୁଷ୍ଠାନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ସାକ୍ଷୀଗୋପାଳ---- ରାଜ୍ୟରେ ୧୯ ତାରିଖ ଠାରୁ ସମସ୍ତ ଶିକ୍ଷା ଅନୁଷ୍ଠାନ ଓ ହଷ୍ଟେଲ ଗୁଡିକ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତା ସହିତ ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ ରଖବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଯାହାକି ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି ।
ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୫/୪୨୦୨୧----୯, ୨୦