Breaking News

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ । କୋଭିଡ ଭୟବହତାକୁ ଦୃଷ୍ଟିରେ ରଖି ଆସନ୍ତା ୧୬ରେ ହେବାକୁ ଥିବା ପିପିଲି ଉପନିର୍ବାଚନ ଉପରେ ଲାଗିଲା ରୋକ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବଢୁଥିବାରୁ ପିପିଲିରେ ଉପନିର୍ବାଚନ ହେବା ନହେବା ନେଇ ଦାୟର ହୋଇଥିଲା ଅଭିଯୋଗ । ଏନେଇ ଆଜି ଶୁଣାଣି କରିଥିଲେ ହାଇକୋର୍ଟ । ଶେଷରେ ରାଜ୍ୟ ନିର୍ବାଚନ କମିଶନରଙ୍କ ସହ କଥା ହୋଇ ପିପିଲିରେ ହେବାକୁ ଥିବା ଉପନିର୍ବାଚନକୁ ସ୍ଥଗିତ ରଖିଥିବା ନେଇ ନିଷ୍ପତି ନେଇଥିବା ଜଣାପଡିଛି ।  ଧୀରେନ୍ଦ୍ର ସେନାପତି, ୩/୫/୨୦୨୧----୮,୪୦
Sakhigopal News,3/5/2021

Blog Archive

Popular Posts