Breaking News

>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ଭର୍ଚ୍ଚୁଆଲ ମାଧ୍ୟମରେ ଡେଲାଙ୍ଗ ପଞ୍ଚାୟତ ସମିତି ବୈଠକ ଶେଷି


     ଡେଲାଙ୍ଗ---ଡେଲାଙ୍ଗ ବ୍ଳକରେ  ଭର୍ଚ୍ଚୁଆଲ ମାଧ୍ୟମରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଳକ ଅଧ୍ୟକ୍ଷ ପ୍ରସନ୍ନ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ବିଡିଓ ଦୀଲିପ କୁମାର ଦାଶ ବୈଠକଟିକୁ ପରିଚାଳନା କରିଥିଲେ । ଜିପିଓ ଦାୟତ୍ୱରେ ଥିବା  ସୁଶାନ୍ତ ବେହେରା  ପୂର୍ବ ବୈଠକର ବିବରଣୀ ପାଠ କରିବା ପରେ ଭର୍ଚ୍ଚୁଆଲ ବୈଠକରେ ଉପସ୍ଥିତ ଥିବା ସରପଞ୍ଚ, ସମିତିସଭ୍ୟସଭ୍ୟା ଓ ଜିଲ୍ଲା ପରିଷଦ ସଭ୍ୟ ମାନେ ଦୃଢ଼ିକରଣ କରିଥିଲେ । ବିଶେଷ କରି କରୋନ । ସଚେତନତା ଓ କୋଭିଡ ଗାଇଡି ଲାଇନି ମାନିବାକୁ କୁହାଯାଇଥିଲା । ଫନି ସହାୟତା ଓ ଆବସ ଯୋଜନା ସହିତ  ପଞ୍ଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କେ ଆଲେଚନା କରାଯାଇଥିଲା । ଏଥିରେ ତହସିଲଦାର ମହେନ୍ଦ୍ର କୁମାର ବଢ଼େଇ ଓ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ପଶୁ, ବିଦ୍ୟୁତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଭର୍ଚ୍ଚଆଲ ମାଧ୍ୟମରେ ଉପସ୍ଥିତ ରହିଥିଲେ । ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୨୪/୬/୨୦୨୧--- ୮,୪୦  Sakhigopal News, 24/6/2021

    Blog Archive

    Popular Posts