>>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • କରୋନା ଯୋଗୁୂ ସତ୍ୟବାଦୀରେ ରଜ ପାନ ବେପାର ନାହିଁ


     ସାକ୍ଷୀଗୋପାଳ---  କରୋନା ଯୋଗୁ ସତ୍ୟବାଦୀରେ ରଜ ପାନ ବେପାର ନାହିଁ । ଯଦିବା ସରକାରଙ୍କ ପକ୍ଷରୁ କରୋନା ଯୋଗୁ ଲକଡାଉନ ଓ ସଟଡାଉନ ଜାରି ରହିଛି । କରୋନା ଯୋଗୁ ପୁରା ଫିକା ପଡିଯାଇଛି ରଜ ପାନ ବେପାର । ଦେକାନୀ ମାନେ ରଙ୍ଗ ବେରଙ୍ଗର ପାନ ମିଠା ମସଲା ସାଙ୍ଗକୁ ବିଭିନ୍ନ ପ୍ରକାର କଟା ହୋଇଥିବା ଗୁଆ, ଓ ପାନ ସେଣ୍ଟ ଧରିକି ପସରା ଖୋଲିକି ବସିଥିଲେ ମଧ୍ୟ ସେପରି ଗହଳି ବା ପାନ ପାଇଁ ଅର୍ଡର ନଥିଲା । ଏ ବର୍ଷ ସବୁ ଦର ବଡିଯାଇଥିବାରୁ ପାନ ଗୋଟିକକୁ ୧୦ ଟଙ୍କାରୁ ଆରମ୍ଭ କରି ୩୦ ଟଙ୍କା ପର୍ଯ୍ୟନ୍ତ ପାନ ରହିଥିବା ପାନ ଦେକାନୀ ଭଜମନ ସେନାପତି କହନ୍ତି । 


    ======

    ସାକ୍ଷୀଗୋପାଳ ରୁ ଧୀରେନ୍ଦ୍ର ସେନାପତି,୧୫/୬/୨୦୨୧ ----- ୮,୫୫



    Blog Archive

    Popular Posts