>>
  • କ୍ରାନ୍ତିପଡା ରେ ନଳକୂଅ ଦୀର୍ଘ ଦିନ ହେଲା ଅଚଳ
  • >>
  • ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
  • >>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • କୋଦଳା ଏନଏସି ରେ ବିଧାୟିକାଙ୍କ ଦ୍ୱାରା ବୃକ୍ଷ ରୋପଣ


    କୋଦଳା -ସାରା ଦେଶରେ କରୋନା ସୃଷ୍ଟି କରିଛି ଭୟଙ୍କର ସ୍ଥିତି  । ଏହି ସମୟରେ ଘୋର ସମସ୍ୟା ସୃଷ୍ଟି କରିଛି ଅମ୍ଳଜାନର ଅଭାବ । ଏହାର ମୁଖ୍ୟତଃ କାରଣ ହେଉଛି ଜଙ୍ଗଲ ଅବକ୍ଷୟ । ଏହି ପରିପ୍ରେକ୍ଷୀରେ ବିଶ୍ୱ ପରିବେଶ ଦିବସ ପାଳନ ଅବସରରେ ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ସ୍ଥିତ ଅଗ୍ନିଶମ କେନ୍ଦ୍ର ଠାରେ ନିର୍ବାହୀ ଅଧିକାରୀ ସୁଜିତ କୁମାର ଚୌଧୁରୀଙ୍କ ଉପସ୍ଥିତି ରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ଦ୍ୱାରା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୁରକ୍ଷା ପାଇଁ ବୃକ୍ଷ ରୋପଣର ଆବଶ୍ୟକତା ରହିଛି ବୋଲି ବିଧାୟିକା ନିଜ ମନ୍ତବ୍ୟ ରେ ପ୍ରକାଶ କରିଥିଲେ । ୮୦ ଗୋଟି ବିଭିନ୍ନ ଗଛ ଲଗାଯାଇଥିବା ଜଣାପଡ଼ିଛି  । ଅନ୍ୟମାନଙ୍କ ମଧ୍ୟରେ କନିଷ୍ଠ ଯନ୍ତ୍ରୀ ଯତିନ୍ଦ୍ର ମୋହନ ବେହେରା,ସ୍ୱଛତା ବିଶେଷଜ୍ଞ ଚନ୍ଦ୍ରକାନ୍ତ ମାରାଣ୍ଡି, ଗ୍ରୀନ କ୍ଲବ ସଭାପତି ମନୋଜ କୁମାର ପାଢ଼ୀ ଙ୍କ ସମେତ ଏନଏସି ର ସମସ୍ତ କାର୍ଯ୍ୟକର୍ତ୍ତା ଓ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ । ବ୍ରହ୍ମପୁର ରୁ ଅଶେଷ କୁମାର ପାତ୍ରଙ୍କ ରିପୋର୍ଟ , ୧୯/୬/୨୦୨୧----- ୧୧,୩୦
    Sakhigopal News , 19/6/2021

    Blog Archive

    Popular Posts