>>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ


     ଡେଲାଙ୍ଗ ----- ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅର୍ନ୍ତଗତ ସାଉରିଆ ପଞ୍ଚାୟତ ଘୋରଡିଆ ନୋଡାଲ ହାଇ ସ୍କୁଲ ର ଜାତୀୟ ସବୁଜ ବାହିନୀ (ଇକୋ କ୍ଲବ)ପକ୍ଷରୁ ବୃକ୍ଷ ରୋପଣ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ପରିଡାଙ୍କ ନେତୃତ୍ୱରେ  ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ବୃକ୍ଷ ହିଁ ଜୀବନ ,ଆମ ରାଜ୍ୟରେ ସବୁଜ ବଳୟ ସୃଷ୍ଟି ନିମନ୍ତେ ଆମେ ସମସ୍ତେ ଗଛ ଲଗାଇବା ପାଇଁ ଶ୍ରୀ ପରିଡା ଆହ୍ୱାନ ଦେଇଥିଲେ ।ଶିକ୍ଷକ ସୁରେନ୍ଦ୍ର୍ରନାଥ ସେଠୀ,ସୁରଭୀ ପ୍ରଧାନ,ସଦାଶିବ ମଲ୍ଲିକ,ଚିତ୍ତରଜଂନ ରାଉତରାୟ,କୁନ୍ତଳା ବିଶ୍ୱାଳ ,ମମତା ବେହେରା,ସୀତାକାନ୍ତ ରାଉତରାୟ,ରାଜେଶ ପ୍ରଧାନ ,ନିଳାମ୍ବର ନାୟକ ଏବଂ  ପ୍ରକୃତିବନ୍ଧୁ ଦିଲ୍ଲୀପ କୁମାର ଧାଉଡିଆ  ପ୍ରମୁଖ  ସାମିଲ ହୋଇଥିଲେ ।  ଅର୍ଜ୍ଜୁନ,ପେସ୍ତା ବାଦାମ,ଅଁଳା, ଦେବଦାରୁ, ପଣସ , କଦଳୀ,ଅମୃତ ଭଣ୍ଡା ଆଦି ଦୁଇ ଶହ ରୁ ଅଧିକ ଚାରା ରୋପଣ କରାଯାଇଥିଲା । ବିଦ୍ୟାଳୟର  ବିଜ୍ଞ।।ନ ଶିକ୍ଷକ ଗୋବର୍ଦ୍ଧନ ବରାଳ  ସମସ୍ତଙ୍କୁ ଧନ୍ୟବାବ ପ୍ରଦାନ କରିଥିଲେ । ଡେଲାଙ୍ଗରୁ

    ଧୀରେନ୍ଦ୍ର ସେନାପତି, ୨୨/୭/୨୨୧ ----୮,୫୦   Sakhigopal News, 22/7/2021

    Blog Archive

    Popular Posts