>>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • ଶିକ୍ଷକଙ୍କର ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

     
    ଜଟଣୀ --ଏନ. ଡି. ଆର. ସି. ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ୟୁ. ଡି. ଭି. ପ୍ରସାଦ ରାଓ (ରାଜୁ ସାର ) ଦୀର୍ଘ ୩୮ ବର୍ଷ ଧରି ଶିକ୍ଷାଦାନ ଦେଇ ଆସୁଥିଲେ । ସରକାରୀ କାର୍ଯ୍ୟରୁ ଗତ ତା ୩୧ -୮ -୨୧ ରିଖ (ଶନିବାର )ଦିନ ଅବସର ଗ୍ରହଣ କରିଛନ୍ତି । ବିଦ୍ୟାଳୟର ସମସ୍ତ ସହକର୍ମୀଙ୍କ ସହ ନିରାଡ଼ମ୍ବର ଭାବେ ବିଦ୍ୟାଳୟ ପରିସର ମଧ୍ୟରେ ଏକ ସଭାର ଆୟୋଜନ କରାଯାଇଥିଲା । ରାଜୁ ସାରେ ଏକାଧାରରେ ଜଣେ ଛାତ୍ରପ୍ରେମୀ, ମିତବ୍ୟୟୀ, ପରୋପକାରୀ, ସହଯୋଗୀ ବ୍ୟକ୍ତି ଅଟନ୍ତି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଓ ସହକର୍ମୀ ବୃନ୍ଦ ତାଙ୍କର ଅବସରକାଳୀନ ପରେ ଦିନ ଗୁଡିକ କୁସୁମିତ ହେଉ ବୋଲି ଭଗବାନଙ୍କ ନିକଟରେ ପାର୍ଥନା କରିଥିଲେ । ଶ୍ରୀଯୁକ୍ତ ରାଓଙ୍କ ପ୍ରୋଭିଜନ ପେନସନ ପେପରକୁ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସ୍ନେହ ରଂଜିତା ମିଶ୍ର ଓ ବରିଷ୍ଟ ଶିକ୍ଷକ ଶ୍ରୀଯୁକ୍ତ ସନ୍ତୋଷ କୁମାର ମିଶ୍ର ପ୍ରଦାନ କରିଥଲେ ।  ବିଦ୍ୟାଳୟ ପକ୍ଷରୁ ଫୁଲତୋଡ଼ା ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା ।
    ଜଟଣୀ --ରଙ୍ଗନାଥ ବେହେରା , ୧/୮/୨୦୨୧-----୧୨,୦୦
     Sakhigopal News, 1/8/2021

    Blog Archive

    Popular Posts