>>
  • ଘୁମୁସର ବରିଷ୍ଠ ନାଗରିକ ମଞର ବୈଠକ ଭଞ୍ଜନଗର
  • >>
  • ଶାନ୍ତିସ୍ରୋତ ଭବନରେ ନିଶାମୁକ୍ତ ଦିବସ ପାଳିତ
  • >>
  • ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ପ୍ରତିଭା ସମ୍ମlନ 2025 ପାଇଁ ପ୍ରସ୍ତୁତି ବୈଠକ
  • >>
  • ରାଜରାଣୀ' ଏକ୍ସପ୍ରେସ ଟ୍ରେନରୁ ଉଦ୍ଧାର ; ପରିବାର ସଦସ୍ୟଙ୍କୁ ଟଙ୍କାର ପ୍ରଲୋଭନ ଦେଖାଇ ନିରୀହ ବାଳିକାଙ୍କୁ ବିଦେଶ ଚାଲାଣ ଅଭିଯୋଗ
  • >>
  • ଶାରୀରିକ ସୁସ୍ଥତାକୁ ପ୍ରୋତ୍ସାହିତ କରି, ଖୋର୍ଦ୍ଧା ରୋଡ୍ ହାଫ୍ ମାରାଥନ୍ , ଅର୍ଜୁନ ପୁରସ୍କାରପ୍ରାପ୍ତ ଦୂତୀ ଚାନ୍ଦ ହାଫ୍ ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କଲେ
  • >>
  • ସତ୍ୟବାଦୀ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ୟୁନିଅନ୍ ସଭାପତି ଙ୍କର ସରକାରୀ ସେବା ନିବୃତ୍ତି
  • >>
  • ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
  • >>
  • ଗାଁ କୁ ଫେରିଛି ସୁରଥ ର "ସୂତାକଳ" - ବିଞ୍ଚଣା ଗାଁର ଦୁଇଭାଇଙ୍କ ନିଆରା ପ୍ରୟାସ , ସରକାରଙ୍କ ସହଯୋଗକୁ ଅପେକ୍ଷା
  • >>
  • ବିଧାନସଭା ଷ୍ଟାଣ୍ଡିଂ କମିଟିର ଭଞ୍ଜନଗର ଗସ୍ତ, ଭିତ୍ତିଭୂମି ପରଖିଲେ
  • >>
  • ଘୁମୁସର ଗବେଷଣା ପ୍ରତିଷ୍ଠାନର ପଞ୍ଚମ ବାର୍ଷିକ ସମ୍ମିଳନୀ
  • >>
  • ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପାଇଁ ଯୁବ ଓ ଛାତ୍ର କଂଗେସ ନେତା ଙ୍କୁ ଗିରଫ
  • >>
  • ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ ; କେନ୍ଦ୍ର କୃଷିମନ୍ତ୍ରୀ ‌ ଓ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ
  • ବୀରବଜରଂଗ କ୍ଲବ ପକ୍ଷରୁ ଏକଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

     
    ଭେଡେନ----- ବରଗଡ ଜିଲ୍ଲା ଭେଡେନ ବ୍ଲକ ରେମଣ୍ଡା ପଞ୍ଚାୟତ ଭୋଇପାଲି ଖେଳପଡିଆ ଠାରେ ବୀରବଜରଂଗ କ୍ଲବ ପକ୍ଷରୁ ଏକଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।  ଏଥିରେ ୮ ଦଳ ଅଂଶ ଗ୍ରହଣ କରିଥିଲେ। ଫାଇନାଲ ମ୍ୟାଚ ବାଘପାଲି ଓ ତୁଲଣ୍ଡି ଦଳ ଖେଳିଥିଲେ ନିର୍ଧାରିତ ସମୟରେ ଅମୀମାଂସିତ ହୋଇଥିଲା ଫଳରେ ଟାଇବ୍ରେକର୍ ମାଧ୍ୟମରେ ବାଘପାଲି ଦଳ ବିଜେତା ହୋଇଥିଲେ। ଏଥିରେ ମୁଖ୍ୟ ଅତିଥି ଭାବରେ ରେମଣ୍ଡା ର ପୁର୍ବତନ ଫୁଟବଲ ଖେଳାଳି ସଂଜୟ ନନ୍ଦ ଓ ଝିଲିମିନଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶିଶିର କୁମାର ଭୋଇ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଟ୍ରଫି ପ୍ରଦାନ କରିଥିଲେ। ଖେଳ ପରିଚାଳନା କରିଥିଲେ ନୀଳମଣି ଓ ସାଥୀ। ଏଥିରେ ବୀର ବଜରଂଗ କ୍ଲବ ର ସମସ୍ତ ସଦସ୍ୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ରେ ସହଯୋଗ କରିଥିଲେ।
    ଭେଡେନ ରୁ ଭବାନୀଶଙ୍କର ପାଢୀ ଙ୍କ ରିପୋର୍ଟ,୧୯/୮/୨୦୨୧----୯,୦୦ 
     Sakhigopal News,19/8/2021

    Blog Archive

    Popular Posts