>>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • >>
  • ହରଷପଡା କେଶବ ହତ୍ୟାକାଣ୍ଡର ୨ଆସାମୀ ଗିରିଫ କୋର୍ଟଚାଲଣ
  • >>
  • ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ୍ୟୁ
  • >>
  • ଅଜଣା ଗାଡିଧକାରେ ଯୁବକ ମୃତ
  • >>
  • କୋଣାର୍କ ସୂର୍ଯ୍ୟ ଆଳତି ଟ୍ରଷ୍ଟ ପକ୍ଷରୁ ଚନ୍ଦ୍ରଭାଗାରେ ସୂର୍ଯ୍ୟ ଆଳତି
  • >>
  • ଜଙ୍ଗଲ ନିକଟରେ ଚାଲିଥିଲା କରତ କଳ,ଲକ୍ଷାଧିକ ମୂଲ୍ୟର ଶାଗୁଆନ୍ କାଠ ଜବତ
  • >>
  • ସତ୍ୟବାଦୀ ବ୍ଳକ ପ୍ରଶାସନ ମୁଣ୍ଡ ନୁଆଁଇଲା , ମଞ୍ଜୁର ହୋଇଥିବା ଯାଗାରେ କାମ ନ ହୋଇ ଅନ୍ୟଟି କାମ ; ବନ୍ଦ ରହିଲା କାମ
  • >>
  • ଜଟଣୀ ସହରରେ ଓଡିଶା ବନ୍ଦର ସମ୍ୟକ ପ୍ରବାହ , ବ୍ୟବସାୟୀ ଭାଇମାନଙ୍କ ସ୍ୱତଃପ୍ରତ ସମର୍ଥନ
  • >>
  • ଭଞ୍ଜନଗରରେ ଓଡିଶା ବନ୍ଦ ଶାନ୍ତି ପୂର୍ଣ୍ଣ ଭାବେ ପାଳନ
  • >>
  • ବିଜେପି ସରକାର ଡାଉନ୍ ଡାଉନ୍ , ସତ୍ୟବାଦୀ ରେ ଓଡ଼ିଶା ବନ୍ଦ ସଫଳ ଦେଖିବାକୁ ମିଳିଛି
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • ଜଗନ୍ନାଥ ପ୍ରସାଦ ଡବଲ ମର୍ଡର ଘଟଣା, ପ୍ରମାଣ ଅଭାବରୁ ୪ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ


      ଭଞ୍ଜନଗର,- ୨୦୧୨ ମସିହାରେ ଜଗନ୍ନାଥ ପ୍ରସାଦ ରେ ବିଦେଶୀ ମଦ ରେ ବିଷ ଦେଇ ଜଣେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଙ୍କ ସମେତ ୨ ଜଣକୁ ହତ୍ୟା  ମାମଲାରେ ଥିବା ୪ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ଅଦାଲତ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମିଳିଥିବା ସୂଚନା ଅନୁସାରେ ଜଗନ୍ନାଥ ପ୍ରସାଦ ର ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ପ୍ରତାପ ଚନ୍ଦ୍ର ପଣ୍ଡା ଓ ତାଙ୍କର ଅନ୍ୟ ଜଣେ ବନ୍ଧୁ ବାବୁଲା ପଟ୍ଟନାୟକ ଙ୍କୁ ବିଦେଶୀ ମଦରେ ବିଷ ଦେଇ ହତ୍ୟା କରାଯାଇଥିଲା । ଏହି ମାମଲାରେ ଜଗନ୍ନାଥ ପ୍ରସାଦ ପୁଲିସ ସୂର୍ଯ୍ୟ ନାରାୟଣ ପଣ୍ଡା, ପ୍ରଦିପ କୁମାର ପଣ୍ଡା, ତାରେକେଶ୍ବର ଆଚାରୀ ଓ ନିରାକାର ସାହୁଙ୍କୁ ଅଭିଯୁକ୍ତ କରି ପୋଲିସ ଗିରଫ କରିଥିଲା। ଏହି ମାମଲାର ଶୁଣାଣି ଭଞ୍ଜନଗର ଏଡିଜେଏମ କୋର୍ଟରେ ଚାଲିଥିବା ବେଳେ ଆଜି ମାନ୍ୟବର ଏଡିଜେଏମ ଅରୁଣ କୁମାର ସାହୁ ଉପଯୁକ୍ତ୨୯ ଜଣ ସାକ୍ଷ୍ୟ ଙ୍କ ମଧ୍ୟରୁ ୧୪ଜଣଙ୍କ  ପ୍ରମାଣ ଅଭାବରୁ ସମସ୍ତ ୪ ଅଭିଯୁକ୍ତ ଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ସରକାରଙ୍କ ତରଫରୁ ଆଇନଜୀବୀ ଏମ,ତାଜ ଆଦେନୀ ପରିଚାଳନା କରୁଥିବା ବେଳେ ଅଭିଯୁକ୍ତ ମାନଙ୍କ ତରଫରୁ ଓକିଲ ରମେଶ ଚନ୍ଦ୍ର ପଣ୍ଡା, ଗୈାରୀ ଶଙ୍କର ରଥ, କିଶୋର ବିଷୋୟୀ ଓ ଲଡୁ କିଶୋର ଆଳତିଆ ମକଦ୍ଦମା ପରିଚାଳନା କରୁଥିଲେ ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନ , ୨୧/୮/୨୦୨୧----୬,୧୫  Sakhigopal News,21/4/2021

    Blog Archive

    Popular Posts