>>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଜିଲ୍ଲାପାଳଙ୍କୁ ଅନୁମତି ମାଗିଲେ

     ସାକ୍ଷୀଗୋପାଳ -----ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଅଳଗୁମ ଗ୍ରାମ ପଞ୍ଚାୟତର ଐଶାନ୍ୟପଡା ଗ୍ରାମରେ ୧୯୦୧ ମସିହାରୁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ରହିଛି । ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି । ଏହି ବିଦ୍ୟାଳୟର ପୁରାତନ ଛାତ୍ର ତଥା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଲକ୍ଷ୍ମୀଧର ବିଶ୍ୱାଳ ଉକ୍ତ ବିଦ୍ୟାଳୟକୁ ପୋଷ୍ୟ ବିଦ୍ୟାଳୟ ଭାବେ ଗ୍ରହଣ କରିବାକୁ ଇଛା ପ୍ରକାଶ କରିଛନ୍ତି । ତା୍‌କୁ ଅନୁମତି ପ୍ରଦାନ କରିବା ପାଇଁପୁରୀ ଜିଲ୍ଲାପାଳଙ୍କୁ ଏକ ଆବେଦନ କରିଥିବା ଜଣାପଡିଛି । ଏବେ ସରକାର ପୁରାତନ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଦ୍ୟାଳୟର ଉନ୍ନତି କରିବା ପାଇଁ ଯୋଜନା କରିଥିବା ବେଳେ ମାତ୍ର ଜଣେ ପୁରାତନ ଛାତ୍ର ବିଦ୍ୟାଳୟର ଉନ୍ନତି ଓ ସରସ ସୁନ୍ଦର କରି ଗଡି ତୋଲିବା ପାଇଁ ଶ୍ରୀ ବିଶ୍ୱାଳ ଚାହିଁଛନ୍ତି । ବର୍ତ୍ତମାନ ଜିଲ୍ଲାପାଳ ଅନୁମତି ଦେଲେ ସେ ଉକ୍ତି ବିଦ୍ୟାଳୟର ଉନ୍ନତି ପାଇଁ କାର୍ଯ୍ୟ ଆରମ୍ଭ କରିବେ ବୋଲି ବିଶେଷ ସୁତ୍ରରୁ ଜଣାପଡିଛି ।  

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୪/୮/୨୦୨୧---୮,୧୦ 

    Sakhigopal News, 24/8/2021

    Blog Archive

    Popular Posts