>>
  • ନିଷ୍ଠା ପରିବାର ତରଫ ରୁ ଜାତୀୟ କେନସର ସର୍ଭାଇଭର ଡେ ପାଳିତ
  • >>
  • ଘୁମୁସର ବରିଷ୍ଠ ନାଗରିକ ମଞର ବୈଠକ ଭଞ୍ଜନଗର
  • >>
  • ଶାନ୍ତିସ୍ରୋତ ଭବନରେ ନିଶାମୁକ୍ତ ଦିବସ ପାଳିତ
  • >>
  • ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜର ପ୍ରତିଭା ସମ୍ମlନ 2025 ପାଇଁ ପ୍ରସ୍ତୁତି ବୈଠକ
  • >>
  • ରାଜରାଣୀ' ଏକ୍ସପ୍ରେସ ଟ୍ରେନରୁ ଉଦ୍ଧାର ; ପରିବାର ସଦସ୍ୟଙ୍କୁ ଟଙ୍କାର ପ୍ରଲୋଭନ ଦେଖାଇ ନିରୀହ ବାଳିକାଙ୍କୁ ବିଦେଶ ଚାଲାଣ ଅଭିଯୋଗ
  • >>
  • ଶାରୀରିକ ସୁସ୍ଥତାକୁ ପ୍ରୋତ୍ସାହିତ କରି, ଖୋର୍ଦ୍ଧା ରୋଡ୍ ହାଫ୍ ମାରାଥନ୍ , ଅର୍ଜୁନ ପୁରସ୍କାରପ୍ରାପ୍ତ ଦୂତୀ ଚାନ୍ଦ ହାଫ୍ ମାରାଥନକୁ ପତାକା ଦେଖାଇ ଶୁଭାରମ୍ଭ କଲେ
  • >>
  • ସତ୍ୟବାଦୀ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ୟୁନିଅନ୍ ସଭାପତି ଙ୍କର ସରକାରୀ ସେବା ନିବୃତ୍ତି
  • >>
  • ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
  • >>
  • ଗାଁ କୁ ଫେରିଛି ସୁରଥ ର "ସୂତାକଳ" - ବିଞ୍ଚଣା ଗାଁର ଦୁଇଭାଇଙ୍କ ନିଆରା ପ୍ରୟାସ , ସରକାରଙ୍କ ସହଯୋଗକୁ ଅପେକ୍ଷା
  • >>
  • ବିଧାନସଭା ଷ୍ଟାଣ୍ଡିଂ କମିଟିର ଭଞ୍ଜନଗର ଗସ୍ତ, ଭିତ୍ତିଭୂମି ପରଖିଲେ
  • >>
  • ଘୁମୁସର ଗବେଷଣା ପ୍ରତିଷ୍ଠାନର ପଞ୍ଚମ ବାର୍ଷିକ ସମ୍ମିଳନୀ
  • >>
  • ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ପାଇଁ ଯୁବ ଓ ଛାତ୍ର କଂଗେସ ନେତା ଙ୍କୁ ଗିରଫ
  • >>
  • ସାକ୍ଷୀଗୋପାଳ ଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ ; କେନ୍ଦ୍ର କୃଷିମନ୍ତ୍ରୀ ‌ ଓ ମୁଖ୍ୟମନ୍ତ୍ରୀ ଉଦଘାଟନ କଲେ
  • ନାଟଙ୍ଗା ୟୁ. ପି ସ୍କୁଲ ରୁ ଚୋରି ; ମୋଟର , ଫ୍ଯାନ, ଗ୍ୟାସ, ହାଣ୍ଡି ଉଧାର,; ୩ ଗିରଫ



    ଭଞ୍ଜନଗର--- ସ୍କୁଲ ବନ୍ଦ ଥିବା ସମୟରେ , କୋଠରୀର ତାଲା ଭାଙ୍ଗି  ପାଣିମୋଟର , ଫ୍ଯାନ , ଏବଂ ଗ୍ୟାସ୍ ସିଲିଣ୍ଡର୍ ଚୋରିକରି ନେଇଥିଲେ ଦୁର୍ବୃତ୍ତ । ଏ ନେଇ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଥାନାରେ ଲିଖିତ ଅଭିଯୋଗ କରିଥିଲେ ।  ଥାନାରେ ହୋଇଥିବା ଅଭିଯୋଗ କୁ ଆଧାର କରି  ତଦନ୍ତ କରିଥିଲା ପୋଲିସ । ଏହି ଘଟଣା ରେ ସଂପୃକ୍ତ ଥିବା ନେଟଙ୍ଗା ଗାଁ ର ୩ ଅଭିଯୁକ୍ତ ପ୍ରମୋଦ ନାୟକ , ଅମର ନାୟକ , ଅନିଲ୍ ନାୟକ ଙ୍କୁ ଗିରଫ କରିବା ସହ ସୋମାନଙ୍କ ଠାରୁ ଚୋରି ହୋଇଥିବା ଫ୍ୟାନ , ମୋଟର , ଓ ଗ୍ୟାସ ହାଣ୍ଡି ଜବତ କରାଯାଇଛି । ଗିରଫ ଅଭିଯୁକ୍ତ ଙ୍କୁ ଭଞ୍ଜନଗର କୋର୍ଟ କୁ ଚାଲାଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଥାନାଧିକାରୀ ଧିରେଶ୍ କୁମାର ଦାସ ।ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୭/୯/୨୦୨୧----୮,୫୫ 
    Sakhigopal News,27/9/2021

    Blog Archive

    Popular Posts