>>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • ଦୁର୍ନୀତି ନିବାରଣ ସଚେତନତା ଓ ଶପଥ ପାଠ

      


    ସାକ୍ଷୀଗୋପାଳ----- ସାକ୍ଷୀଗୋପାଳ କୃଷି ଫାର୍ମ ପରିସରରେ ଥିବା  କୃଷି ବିଜ୍ଞାନ କେନ୍ଦ୍ର , ପୁରୀଙ୍କ କାର୍ଯ୍ୟାଳୟ ଆଗରେ କେନ୍ଦ୍ରୀୟ ଦୁର୍ନୀତି କମିଶନଙ୍କ ଦ୍ୱାରା ୨୬ ଅକ୍ଟୋବର ଠାରୁ ୧ ନଭେମ୍ବର ପର୍ଯ୍ୟନ୍ତ ଦୁର୍ନିୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ବରିଷ୍ଠ ବୈଞ୍ଜାନିକ ଡ. ସଞ୍ଜୟ କୁମାର ମହାନ୍ତି ସମସ୍ତ କର୍ମଚାରୀ ମାନଙ୍କୁ ଦୁର୍ନୀତି ନିବାରଣ ସମ୍ପର୍କରେ ସଚେତନତା କରାଇବା ସହ ଶପଥ ପାଠ କରାଇଥିଲେ । ଏପରିକି ନିଜେ ଦୁର୍ନୀତି କରିବେ ନାହିଁକି ଅନ୍ୟ ମାନଙ୍କୁ ଏଥିରେ ସାମିଲ ହେବାକୁ ଦେବେ ନାହିଁ ବୋଲି ଶପଥ ପାଠ କରିଥିଲେ । ସେହିପରି ପୁରୀରେ ଅତିରିକ୍ତ ଏସପି ମିହିର କୁମାର ପଣ୍ଡା କାର୍ଯ୍ୟାଳୟରେ କର୍ମଚାରୀ ମାନଙ୍କୁ ଶପଥ ପାଠ କରାଇଥିଲେ । 
    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୬/୧୦/୨୦୨୧---୮,୨୫  

    Sakhigopal News, 26/10/2021

    Blog Archive

    Popular Posts