>>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • >>
  • ଦଲାଲଙ୍କ କବଜାରେ "ତହସିଲ'କାର୍ଯ୍ୟାଳୟ; ତହସିଲ କାର୍ଯ୍ୟାଳୟରର ଲୁଚି ରହୁ ନାହିଁ ଗୋପନୀୟ ତଥ୍ୟ
  • >>
  • ସାକ୍ଷୀଗୋପାଳ - ଅଳଗୁମ ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ସର୍ଭେ କାମ ଶେଷ
  • >>
  • ବଜ୍ରାଘାତରେ ଗାଈ ଜଗୁଆଳଙ୍କ ମୃତ୍ୟୁ
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ଚିତାଲାଗି ପର୍ବ ପାଳନ ଓ ଘରେ ଘରେ ଚିତଉପିଠା ବାସ୍ନାରେ ମହକିଲା
  • >>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟରେ ପ୍ରବେଶ ଉତ୍ସବ ପାଳିତ


    ଓଡ଼ଗାଁ:-- ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ପକ୍ଷରୁ ଆଜି +୨ ପ୍ରଥମ ବର୍ଷ ର ଉଭୟ କଳା,ବିଜ୍ଞାନ ଓ ଧନ୍ଦାମୂଳକ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ୱାଗତ ଉତ୍ସବ ପାଳିତ ହୋଇଯାଇଛି। ଏହି ସ୍ୱାଗତ ଉତ୍ସବ ରେ ଇଂରାଜୀ ବିଭାଗର ବିଭାଗୀୟ ମୁଖ୍ଯ ବିଶ୍ୱନାଥ ମହାରଣା ଅଧକ୍ଷତା କରି ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ଯତ କିପରି ଆଲୋକିତ ହେବ ସେ ବିଷୟରେ ମତବ୍ୟକ୍ତ କରିଥିଲେ। ଏହା ସହ ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ କୁ ନୂତନ ଭାବେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ରୁ ବଦଳି ହୋଇ ଆସିଥିବା ଇତିହାସ ବିଭାଗର ପ୍ରଧ୍ୟାପକ ମହମ୍ମଦ ଉମ୍ମର ମଲ୍ଲୀକ ମଧ୍ଯ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ପାଠପଢା ରେ ମନୋନିବେଶ ପାଇଁ ପରାମର୍ଶ ଦେଇଥିଲେ। ଏହି ସ୍ୱାଗତ ଉସ୍ଛବକୁ ଡ. ସୁକାନ୍ତ କୁମାର ସାହୁ ସଂଯାଜନା କରିଥିଲେ। 
               ଆଜିର ଏ ସ୍ୱାଗତ ଉସ୍ଛବ ରେ କଲେଜ ର ଅର୍ଥନୀତି ପ୍ରଧ୍ୟାପକ ବାବାଜୀ ପରିଡା, ପ୍ରଧ୍ୟାପକ ମୌସୁମୀ ମହାପାତ୍ର, କ୍ରୁଷ୍ଣଚନ୍ଦ୍ର ମିଶ୍ର, ଚିତ୍ତରଞ୍ଜନ ଦାସ, ଶ୍ୱେତପଦ୍ମା ନାୟକ ପ୍ରମୁଖ ଅଧ୍ୟାପକ, ଅଧ୍ୟାପିକା ମାନେ ଉପସ୍ଥିତ ରହିବା ସହ ପରିଶେଷରେ ଅଧ୍ୟାପକ ପ୍ରଦୀପ୍ତ କୁମାର ବିଶ୍ୱାଳ ସମସ୍ତଙ୍କୁ ଧନ୍ଯବାଦ ଅର୍ପଣ କରି ସଭା ଶାନ୍ତ କରିଥିଲେ। 

    ରିପୋର୍ଟ:- ଦିଲ୍ଲୀପ୍ କୁମାର ବିଶୋଇ, ଓଡ଼ଗାଁ
    -୨୧/୧୦/୨୧---୯,୩୦ 
    Sakhigopal News,21/10/2021

    Blog Archive

    Popular Posts