ଉଦ୍ଭିଦ ବିଜ୍ଞାନ ବିଭାଗର ଆଲୋଚନାଚକ୍ର
Seminar in the Department of Botany
ଭଞ୍ଜନଗର- ସ୍ଥାନୀୟ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗର ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡଃ ସୁବାସ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଭାଗୀୟ ମୁଖ୍ୟ ଅଧ୍ୟାପିକା ସୁନିତା ଖଣ୍ଡୁଆଳ ବୈଠକ ସଂପର୍କରେ ସୂଚନା ଦେଇଥିଲେ। ପ୍ରାଧ୍ୟାପକ ବିଭୂତି ଭୂଷଣ ପାଣିଗ୍ରାହୀ,ଡଃ ରବିନ୍ଦ୍ର ନାଥ ପାଳ, ଡଃ ପୀତବାସ ପାଳ, ଅଧ୍ୟାପକ ରଜତ କୁମାର ମିଶ୍ର, ପ୍ରତ୍ୟୁଷ କାରଜି , ଅଧ୍ୟାପିକା ସବିତା ବାରିକ ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ। ଛାତ୍ର ଶେଷଦେବ ନାୟକ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ପ୍ରଥମ ବର୍ଷ ଛାତ୍ରୀ ଛାତ୍ର ଙ୍କୁ ସ୍ଵାଗତ କରାଯାଇଥିଲା। ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧୯/୧୧/୨୦୨୧ ୮,୧୦ Sakhigopal News, 19/11/2021