ମନ୍ତ୍ରୀ ବିକ୍ରମ ଆରୁଖ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କଲେ
ଭଞ୍ଜନଗର : ଭଞ୍ଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସଷ୍ଟାଣ୍ଡ ନିକରେ ଥିବା ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ୨୦୧ ଜଣ ହିତାଧିକାରୀ ଙ୍କୁ ବିଧାୟକ ତଥା ଜଙ୍ଗଲ ପରିବେଶ ସଂସଦୀୟ ବ୍ୟପାର ,ଜଳବାୟୁ ପରିବତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବାର୍ଦ୍ଧକ୍ୟ,ବିଧବା ଓ ଦିବ୍ୟାଙ୍ଗ ଭତ୍ତା ବଣ୍ଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ପ୍ରସାଦ ବିଡ଼ିଓ ଅନୁପ କୁମାର ପଣ୍ଡା ଙ୍କ ସମେତ ବ୍ଲକ୍ ସାଂସଦଙ୍କ ପ୍ରତିନିଧି ବିପ୍ର ଚରଣ ବାରିକ, ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ,ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ବେହେରା, ଉପାଧ୍ୟକ୍ଷ ହିମାଂଶୁ ଶେଖର ବାରିକ ,ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ,ସମିତିସଭ୍ୟ ପ୍ରମୁଖ ଉପସ୍ଥିତ ରହି ବଣ୍ଟନ କାର୍ଯ୍ୟରେ ସହଯୋଗ କରିଥଲେ ।
Minister Vikram Arukh distributed the allowance to the beneficiaries
ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,
୬/୧୧/୨୦୨୧---୧୦,୦୦
Sakhigopal News