>>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • ହୃଦ ଘାତରେ ପରିବା ବ୍ୟବସାୟୀଙ୍କ ମୃତ୍ୟୁ

    Family businessman dies of heart attack.

    ସାକ୍ଷୀଗୋପାଳ-----ସତ୍ୟବାଦୀ ଥାନା ଅନ୍ତର୍ଗତ ସାନକାଞ୍ଜିଆ ଗ୍ରାମର ଗଙ୍ଗାଧର ପ୍ରଧାନଙ୍କର ହୃଦ ଘାତରେ ଅକଳା ମୃତ୍ୟୁ ହୋଇଯାଇଛି । ମଙ୍ଗଳବାର ରାତିରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତୁରନ୍ତ ତାଙ୍କୁ ତାଙ୍କ ପରିବାର ଲୋକେ ସାକ୍ଷୀଗୋପାଳ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ଚିକିତ୍ସା ହେବା ସମୟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଗଙ୍ଗାଧର ଷ୍ଟେଟବ୍ୟାଙ୍କ ନିକଟରେ ଏପ ପରିବା ଦେକାନ କରି ତାଙ୍କ ପରିବାର ପ୍ରତିପୋଷଣ କରୁଥିଲେ । ତୁରନ୍ତ ତାଙ୍କ ପରିବାରଙ୍କୁ ସରକାରୀ ସାହାର୍ଯ୍ୟ ଯୋଗାଇ ଦେବାକୁ ସମାଜସେବୀ ଦେବଦତ୍ତ ସମାନ୍ତରାୟ, ନିରୁ ବେହେରା ପ୍ରମୁଖ ଦାବି କରିଛନ୍ତି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୪/୧୧/୨୦୨୧----୮,୩୫

       Sakhigopal News, 24/11/2021

    Blog Archive

    Popular Posts