>>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଆଇଆଇସି ଙ୍କ ଯୋଗଦାନ

    New IIC joins Odgaon Adarsh ​​police station
    ଓଡ଼ଗାଁ:- ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଥାନା ଅଧିକାରୀ ଭାବେ ଶ୍ରୀ ଶରତଚନ୍ଦ୍ର ପଟ୍ଟାରିଆ ଯୋଗ ଦେଇଛନ୍ତି। ଶ୍ରୀ ପଟ୍ଟାରିଆ ପୂର୍ବରୁ ଶରଣକୁଳ ଥାନା ର ଆଇଆଇସି ଭାବେ କାର୍ଯ୍ୟ କରିଆସୁଥିଲେ ।  କିଛିଦିନ ତଳେ ଓଡ଼ଗାଁ ଆଦର୍ଶ ଥାନା ଅଧିକାରୀ ଥିବା ପ୍ରଜ୍ଞା ପରମିତା ଜେନା ଙ୍କୁ ନୟାଗଡ଼ ଟାଉନ ଥାନା କୁ ବଦଳି ହୋଇଥିବା ବେଳେ, ନୟାଗଡ଼ ଟାଉନ ଥାନା ର ଆଇଆଇସି ଜୟଦୀପ ମହାନ୍ତି ଙ୍କୁ ଶରଣକୁଳ ଥାନା କୁ ବଦଳି କରାଯାଇଥିଲା। ଶରଣକୁଳ ଥାନା ଅଧିକାରୀ ଶରତଚନ୍ଦ୍ର ପଟ୍ଟାରିଆ ଙ୍କୁ ଓଡ଼ଗାଁ ଥାନାକୁ ବଦଳି କରାଯାଇଥିଲା।  ଶରତଚନ୍ଦ୍ର ପଟ୍ଟାରିଆ ଓଡ଼ଗାଁ ଆଦର୍ଶ ଥାନାରେ ନୂତନ ଆଇଆଇସି ଭାବେ ଯୋଗଦେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଯାଇଛି । 

    ରିପୋର୍ଟ:- ଦିଲ୍ଲୀପ୍ କୁମାର ବିଶୋଇ, ଓଡ଼ଗାଁ:- ୧୭/୧୧/୨୧-----୧୦,୪୦ 
    Sakhigopal News,17/11/2021

    Blog Archive

    Popular Posts