Breaking News

>>
  • କ୍ରାନ୍ତିପଡା ରେ ନଳକୂଅ ଦୀର୍ଘ ଦିନ ହେଲା ଅଚଳ
  • >>
  • ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
  • >>
  • ଭାଗବତରେ ସମାଜ ଶିକ୍ଷା : ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ମାଫିଆଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତୀ ପାରୁନାହିଁ ସରକାରି ଜମି ; ସାମାଜିକ ଅନୁଷ୍ଠାନର ଜମି ଜବରଦଖଲ ଅଭିଯୋଗ
  • >>
  • ବାଳିକା ସଚେତନତା ଶିବିର ଅନୁଷ୍ଠିତ
  • >>
  • ଜଟଣୀରେ ଜଳ ଯୋଗାଣ ବିପର୍ଯ୍ୟସ୍ଥ ; ବର୍ଷା ଦିନେ ଆସୁଛି ଗୋଳିଆ ପାଣି
  • >>
  • ୭୯ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
  • >>
  • ସାକ୍ଷୀଗୋପାଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ, ୨୫୩ ପ୍ରକଳ୍ପ ରୁ ୫୪ଟି ପ୍ରକଳ୍ପ ସଙ୍କୁଳସ୍ତରକୁ ମନୋନୀତ
  • >>
  • ଇଣ୍ଡିଆ ବୁକ୍ସ ଅଫ୍ ରେକର୍ଡସ୍ ରେ ସ୍ଥାନ ପାଇଲେ ୨୦ ମାସର ଶିଶୁକନ୍ୟା 'ଶ୍ରେୟାଶିଂ'
  • >>
  • ଆସାମୀକୁ ଗିରଫ କରିବା ଦାବିରେ ; ଗଡିଶାଗୋଦା ଥାନା ସମ୍ମୁଖରେ ମହିଳା ମାନେ ଧାରଣା ଦେଲେ
  • >>
  • ମନ୍ଦିରର ତାଲା ଭାଙ୍ଗି ଦୁବୁର୍ତ୍ତ ଠାକୁରାଣିଙ୍କ ଆଖି ତାଡିନେବା ସହିତ ସମସ୍ତ ଆସବାସପତ୍ର ଲୁଟିନେଲେ
  • >>
  • ଶିକ୍ଷକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
  • >>
  • ବଡ଼ ଧରଣର ଜୁଆ ଆଡ୍ଡା ଉପରେ ଚଢ଼ଉ, ୧୯ ଗିରଫ
  • >>
  • ମାତିଲେଣି ଆତ୍ମ ଘୋଷିତ ସାମ୍ବାଦିକ , ମିଛ ଖବର ଛାପି ନିରୀହ ବ୍ୟକ୍ତିଙ୍କୁ କରୁଛନ୍ତି ବିଭ୍ରାଟ
  • >>
  • ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳରେ ଏଟିଭିଏମ ବ୍ୟବହାରରେ ପ୍ରଭାବଶାଳୀ ବୃଦ୍ଧି
  • ସତ୍ୟବାଦୀରେ ବିଜେଡିର ମହାମିଶ୍ରଣ ପର୍ବ ;୨୪୦ ପରିବାର ବିଜେଡିରେ ସାମିଲ

    BJD's amalgamation party in Satyavadi; 240 families join BJD


    ସାକ୍ଷୀଗୋପାଳ---- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଜୟପୁର ଗ୍ରାମ ପଞ୍ଚାୟତର ପ୍ରାୟ ୨୪୦ଶହ ପରବାରି ବିଜେଡି ଦଳରେ ସାମିଲ ହୋଇଛନ୍ତି ।  ସାକ୍ଷୀଗୋପିନାଥ ସିଂହଦ୍ୱାର ସମ୍ମୁଖରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଅତିଥି ଭାବେ ରାଜ୍ୟ ଖାଦ୍ୟ କଲ୍ୟାଣ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୁରୀ ସଂସାଦ ପିନାକୀ ମିଶ୍ର ଓ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଯୋଗ ଦେଇ  ଦଳୀୟ ଉତ୍ତରୀୟ ଓ ଫୁଲତୋଡା ଦେଇ ଦଳରେ ଆନୁଷ୍ଠାନିକ ଭାବେ ସାମିଲ କରିଥିଲେ ।ଏହି ଅବସରରେ ବିଧାୟକ ଶ୍ରୀ ସମାନ୍ତରାୟ କହିଥିଲେ ସତ୍ୟବାଦୀରେ ବହୁ ଶିଘ୍ର ରେଳୱେ ଓଭରବ୍ରିଜ ନିର୍ମାଣ, ସାକ୍ଷୀଗୋପିନାଥ ମନ୍ଦିରର ସୌନ୍ଦଯ୍ୟଁକରଣ ସହିତ ପୁଣି ବକୁଳବନ ସଜେଇ ହେବ ବୋଲି ବିଧାୟକ କହିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା, ଜିଲ୍ଲା ପରିଷଦ ସଭ୍ୟ ପ୍ରହଲ୍ଳାଦ ଘଟୁଆରୀ, ଆମ୍ ର ଅଧ୍ୟକ୍ଷ ରାମଚନ୍ଦ୍ର ମହାନ୍ତି, ଜୟପୁର ପଞ୍ଚାୟତର ବିଜେଡି ଦଳର ସଭାପତି ଦେବଦତ୍ତ ସାମନ୍ତରାୟ, ବ୍ଳକ ବିଜେଡି ମହିଳା ସଭାନେତ୍ରୀ ହରପିୟା ବେହେରା, ମନ୍ଦିର ସେବାୟତ ସଂଘର ସଭାପତି ଶ୍ରବତ୍ସ ମହାପାତ୍ର , ସମ୍ପାଦକ ସଂଜୟ ନନ୍ଦ ପ୍ରମୁଖଙ୍କ ଉପସ୍ଥିତିରେ ମିଶ୍ରଣପର୍ବ ଅନୁଷ୍ଠିତ ହୋଇଥିଲା । ସତ୍ୟବାଦୀ ବ୍ଳକ ବିଜେଡି ସଭାପତି ପ୍ରମୋଦ ରାଉତରାୟଙ୍କ ଅଧ୍ୟକ୍ଷତା କରିଥିବା ବେଳେ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ନରେନ୍ଦ୍ରପୁର ସମିତିସଭ୍ୟ ପ୍ରଶାନ୍ତ ମହାପାତ୍ର । 
    BJD's amalgamation party in Satyavadi; 240 families join BJD 


    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୭/୧୧/୨୦୨୧--- =୮,୫୫  

    Sakhigopal News, 7/11/2021


    Blog Archive

    Popular Posts