Breaking News

୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କାର୍ଯ୍ୟାଳୟ

 The meteorological office issued a yellow warning in eight districts
ଭୁବନେଶ୍ୱର--- ଲଘୁଚାପ ଜନିତ  ପ୍ରଭାବରେ ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ୯ ଜିଲ୍ଲା ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଏସ୍ଆରସିଙ୍କ ପକ୍ଷରୁ ସତର୍କତା ଜାରି ହୋଇଛି। ପ୍ରଶାସନିକ ଅଧିକାରୀ ସଜାଗ ରହିବାକୁ ଏସ୍ଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଭୁବନେଶ୍ୱର ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ, ୧୩/୧୧/୨୦୨୧-----୯,୧୫  Sakhigopal News,13/11/2021

Blog Archive

Popular Posts