>>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • >>
  • ଅଗ୍ନିକାଣ୍ଡଘଟି ୨ବଖରା ଘର ଜଳିଗଲା
  • ବିଧାୟକଙ୍କର ମାରାଥନ ଉଦଘାଟନ


    Legislator's marathon inauguration


    ସାକ୍ଷୀଗୋପାଳ---- ସତ୍ୟବାଦୀ ବ୍ଳକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତରେ ସ୍ଥାନୀୟ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି ।  ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ନହଳା ବିଦ୍ୟାଳୟରେ ଛଅ ଲକ୍ଷ ଟଙ୍କାରେ ନିର୍ମିତ ଭୋଜନକକ୍ଷକୁ ଉଦଘାଟନ କରିଥିଲେ । ସେଠାରେ ଏକ ସଭାର ଆୟୋଜନ କରାଯାଇଥିଲା ।

    ଶ୍ରୀରାମଚନ୍ଦ୍ରପୁର ଗୋପିନାଥ ଦେବଙ୍କ ମନ୍ଦିର ନିକଟରେ ୫ଲକ୍ଷ ଟଙ୍କା ବ୍ୟୟରେ ର୍ନିମିତ କମ୍ୟୁନିଟହଲ  ,ଶ୍ରୀରାମଚନ୍ଦ୍ରପୁର ଅଙ୍ଗନୱାଡି-୨ର ୭ଲକ୍ଷ ଟଙ୍କା ବ୍ୟାୟରେ ନିର୍ମିତ ଗୃହକୁ ଉଦଘାଟନ କରିଥିଲେ ।ଶେଷରେ ଶ୍ରୀରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତ ପରିସରରେ ଭି, ଏଲ,ଡ୍ୟୁଙ୍କ ପାଇଁ ୮ ଲକ୍ଷ ଟଙ୍କା ବ୍ୟାୟରେ ର୍ନିମିତ କ୍ୱାର୍ଟର ଗୃହକୁ ବିଧାୟକ ଉଦଘାଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବ୍ଳକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା, ବିଡିଓ କ୍ଷୀରୋଦ କୁମାର ବେହେରା, ଆତ୍ମାର ଅଧ୍ୟକ୍ଷ ରାମଚନ୍ଦ୍ର ମହାନ୍ତି, ବ୍ଳକ ବିଜେଡି ସଭାପତି ପ୍ରମୋଦ କୁମାର ରାଉତରାୟ, ଜିଲ୍ଲା ପରିଷଦସଭ୍ୟ ପ୍ରହଲ୍ଲାଦ ଘଟୁଆରୀ, ସ୍ଥାନୀୟ ସରପଞ୍ଚ ମଳୟ ମଞ୍ଜରୀ ମୁଦୁଲି ଉପସ୍ଥିତ ରହିଥିଲେ ।  ସରପଞ୍ଚଙ୍କ ପ୍ର୍‌ତିନିଧି ସେମାନାଥ ମୁଦୁଲି ବିଭିନ୍ନ ୱାର୍ଡରେ କରାଯାଇଥିବା ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କେ କହିଥିଲେ ।  


    Legislator's marathon inauguration
    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୧୯/୧୧/୨୦୨୧---୧୦,୦୦ 

     Sakhigopal News,19/11/2021

    Blog Archive

    Popular Posts