>>
  • ଡେଲାଙ୍ଗରେ ବ୍ରଜପାତରେ ଯୁବକର ମୃତ୍ୟୁ
  • >>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • ଗାଦିବହ୍ମ ମହାବିଦ୍ୟାଳୟରେ ବିଶ୍ୱ ଏଡସ ଦିବସ ପାଳିତ

    Gadibahm College celebrates World AIDS Day.


    ଡେଲାଙ୍ଗ--------ଡେଲାଙ୍ଗ ବ୍ଳକ ଅନ୍ତର୍ଗତ ଗାଦିବହ୍ମ ମହାବିଦ୍ୟାଳୟର ଯୁବ ରେଡକ୍ରସ ଯୁନିଟ ଓ ରେଡ ରିବନ କ୍ଳବ ଆନୁକୂଲ୍ୟରେ ବିଶ୍ୱ ଏଡସ୍ ଦିବସ ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି । ଡିଗ୍ରୀ ମହାବିଦ୍ୟାଳୟର ର ରେଡକ୍ରସ ପରାମର୍ଶ ଦାତା ଅଧ୍ୟାପକ ତ୍ରିନାଥ ପରିଡା କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ସରୋଜ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିଲେ ।ସମ୍ମାନିତ ଅତିଥି ଭାବେ ଶିକ୍ଷା ବିଭାଗର ମୁଖ୍ୟ ଡଃ ଲକ୍ଷ୍ମୀଧର ପାଇକରାୟ ଓ ରାଜନୀତି ବିଭାଗର ମୁଖ୍ୟ ଯୁଧିଷ୍ଠିର ଘଟୁଆରୀ ଯୋଗଦେଇ ନିଜସ୍ୱ ମତ ବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟମରେ ଅଧ୍ୟାପିକା ପ୍ରମୋଦିନି ମହାପାତ୍ର, କବିତା ମିଶ୍ର, ଦିପ୍ତି ନାୟକ ଓ ଅଧ୍ୟାପକସୁବାଷ ଚନ୍ଦ୍ର ସେଠୀ ଯୋଗଦେଇ ଏଡସ ଜନିତ ସଚେତନତା ଓ ସତର୍କତାରେ ଯୁବ ସମ୍ରାଜର ଭୁମୀକା ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଏଡସ ସଚେତନତା ସମ୍ପର୍କରେ ଚିତ୍ରକଳା ଓ ପ୍ରବନ୍ଧ ପ୍ରତିଯୋଗିତା କରାଯାଇଥିଲା । କୃତୀ ପ୍ରତିଯୋଗି ମାନଙ୍କୁ ମାନପତ୍ର ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା । ମହାବିଦ୍ୟାଳୟର ସମସ୍ତ ର୍କମାଚରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ତ୍ରିନାଥ ପରିଡା ଧନ୍ୟବାଦ ଦେଇଥିଲେ ।

     ଡେଲାଙ୍ଗରୁ ଧୀରେନ୍ଦ୍ର ସେନାପତି, ୧/୧୨/୨୦୨୧---୮,୩୦

    Blog Archive

    Popular Posts