Breaking News

ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳିତ ହୋଇଯାଇଛି

Khordha Road Railway Zone has celebrated the Great Depression Day.


ଜଟଣୀ ---ଭାରତ ରତ୍ନ ବାବା ସାହେବ ଭିମରାଓ ଆମ୍ବେଦକରଙ୍କର ୬୬ ତମ ମୃତ୍ୟୁ ବାର୍ଷିକୀ ଅବସରରେ "ମହାପରି ନିର୍ବାଣ" ଦିବସ ଖୋର୍ଦ୍ଧା ରୋଡ଼ ମଣ୍ଡଳରେ ପାଳିତ ହୋଇଯାଇଅଛି। ଶ୍ରୀ ରିଙ୍କେଶ ରୟ, ମଣ୍ଡଳ ରେଳ ପ୍ରବନ୍ଧକ, ଶ୍ରୀ କଲ୍ୟାଣ ପଟ୍ଟନାୟକ, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଅପରେସନ), ଶ୍ରୀ ଅଶୋକ କୁମାର, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଇନପ୍ର°।), ସମସ୍ତ ବିଭାଗୀୟ ଅଧିକାରୀ ଏବଂ ରେଳ କର୍ମଚାରୀ ମାନେ ବାବା ସାହେବ ଆମ୍ବେଦକରଙ୍କର ପଟ୍ଟ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।  ଶ୍ରୀଯୁକ୍ତ ରଞ୍ଜନ କୁମାର ମହାନ୍ତି, ବରିଷ୍ଠ କାର୍ମିକ ଅଧିକାରୀ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
ଜଟଣୀ --ରଙ୍ଗନାଥ ବେହେରାଙ୍କ ରିପୋର୍ଟ,

Blog Archive

Popular Posts