Breaking News

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ଜୟନ୍ତୀ ପାଳିତ

Veer Surendra Sai and Netaji Jayanti are celebrated


ସାକ୍ଷୀଗୋପାଳ ----- ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଳକ ଅନ୍ତର୍ଗତ କେତକୀପାଟଣା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଦୁଇ ଜନନାୟକ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କୋଭିଡ କଟକଣା ଯୋଗୁ  ବିନା ଛାତ୍ର ଛାତ୍ରୀରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଦୁଇ ସଂଗ୍ରାମୀଙ୍କ ଜନ୍ମ ଜୟନ୍ତୀ ପାଳନ କରିଛନ୍ତି । ବିଦ୍ୟାଳୟର ପ୍ରାଧାନ ଶିକ୍ଷକ ବସନ୍ତ କୁମାର ମିଶ୍ର ଅନୁଷ୍ଠିତ ଉତ୍ସବରେ ପୌରହିତ କରି ଫଟୋଚିତ୍ରରେ ଧୂପ, ଦୀପ ଓ ପୁଷ୍ପମାଲ୍ୟ ଦେଇଥିଲେ । ଏହି ଉତ୍ସବରେ ସହକାରୀ ଶିକ୍ଷକ ପ୍ରକାଶ ଚନ୍ଦ୍ର ସ୍ୱାଇଁ, ଉମାକାନ୍ତ ମିଶ୍ର, ବିଶ୍ୱଜିତି ପ୍ରଧାନ, ରୁନୁ ବେହେରା, ଭାନୁମତୀ ମହାପାତ୍ର, ଶଶୀଭୂଷଣ ବେହେରା, ପୂର୍ଣ୍ଣଚନ୍ଦ୍ର ବାରିକ ପ୍ରମୁଖ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ରହିଥିଲେ । 

ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୩/୧/୨୦୨୨  ---୭,୧୫  

Sakhigopal News, 23/1/2022


Blog Archive

Popular Posts