Breaking News

>>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଦୁତୀୟ ଦିନ ; ଡ୍ରୋନ କ୍ୟାମେରା ଦ୍ବାରା ଫଟୋ ଉତ୍ତୋଳନ
  • >>
  • ସାକ୍ଷୀଗୋପାଳ ପୋଲିସ ପକ୍ଷରୁ ଚୋରା ବାଲି ଟ୍ରକ ଜବତ
  • >>
  • ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମ୍ରୁତ୍ୟୁ ଘଟଣାକୁ ନେଇ ସତ୍ଯବାଦୀ ଯୁବ କଂଗ୍ରେସ ପକ୍ଷରୁ ଦୀପଦାନ ଓ ବିକ୍ଷୋଭ
  • >>
  • ଭଞ୍ଜନଗର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ବୈଠକ
  • >>
  • ସାକ୍ଷୀଗୋପାଳ - ଅଳଗୁମ ଓଭରବ୍ରିଜ ସର୍ଭେ ଚାଲିଥିବା ବେଳେ ବିରୋଧ କଲେ ବ୍ୟବସାୟୀ; ପ୍ରଶାସନ ମୁଣ୍ଡ ନୁଆଇଁଲା ବ୍ୟବସାୟୀଙ୍କ ନିକଟରେ
  • >>
  • ଜଟଣୀ ପୌରପରିଷଦ ପକଳ୍ପ ନାମରେ ହରିଲୁଟ
  • >>
  • ଭଞ୍ଜନଗର ରୋଟାରୀ କ୍ଳବର ୧୮ ତମ ଅଧିଷ୍ଠାନ ଦିବସ ପାଳିତ
  • >>
  • ଗାଲେରୀ ପାଠଶାଳାର ତୃତୀୟ ବାର୍ଷିକ ଉତ୍ସବ ପାଳିତ
  • >>
  • ୟୁବି ହାଇସ୍କୁଲରେ ବନ ମହୋତ୍ସବ ପାଳନ : “ଏକ୍ ପେଡ୍ ମାଁ କେ ନାମ୍ “ ଅନୁଷ୍ଠିତ
  • >>
  • ତ୍ୟାଗମୟ ଜୀବନ ଏକ ଆଦର୍ଶ, ଦୟାନନ୍ଦଙ୍କ ଜୀବନ ଦର୍ଶନ ମାଟି ପାଇଁ ଏକ ଉପାଦାନ
  • >>
  • ସାକ୍ଷୀଗୋପାଳ - ମନ୍ଦିର ରାସ୍ତାରେ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ପୁଣି ଜମି ଅଧିଗ୍ରହଣ ପାଇଁ ସର୍ଭେ ଆରମ୍ଭ
  • >>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • ଯୁବ କଳାକାରଙ୍କ ପରଲୋକ

    The afterlife of young artists
    ଭଞ୍ଜନଗର--- ଭଞ୍ଜନଗର ବ୍ଳକ୍ ଅନ୍ତର୍ଗତ ଗଲାପଡା  ଗ୍ରାମର ବହୁ ପ୍ରତିଭାର ଅଧିକାରୀ  ତଥା ଯୁବକଳାକାର ଭାବେ ପରିଚିତ  ମନୋଜ କୁମାର ରଣା (୩୦) ଓରଫ୍ ଆରିଆ ଙ୍କ ଗୁରୁବାର ଭୋର ସମୟରେ ପରଲୋକ ହୋଇଯାଇଛି । ସେ ଗୋଲାପଡା ଗ୍ରାମର ମହେଶ୍ୱର ରଣା ଙ୍କ ଦ୍ବିତୀୟ ପୁତ୍ର । ସ୍ବର୍ଗତ ମନୋଜ  ଜଣେ ଚିତ୍ରଶିଳ୍ପୀ , ମୂର୍ତ୍ତି କାରିଗର , ନୃତ୍ୟ ଶିଳ୍ପୀ , ମଞ୍ଚ କଳାକାର , ଏବଂ ଗ୍ରାମାଞ୍ଚଳର ପାରମ୍ପରିକ ଆଖଡା କଳାକାର ଭାବେ ସ୍ଥାନୀୟ ଅଞ୍ଚଳରେ ଲୋକପ୍ରିୟ ଥିଲେ । ତାଙ୍କର ଏଭଳି ଆକସ୍ମିକ ବିୟୋଗରେ ସ୍ଥାନୀୟ ଅଞ୍ଚଳବାସୀ ଓ କଳାପ୍ରେମୀ , ଶିଳ୍ପୀ ଗୋଲୀ ନନା , ପୂର୍ବତନ ସରପଞ୍ଚ ରଙ୍କନିଧି ପ୍ରଧାନ , ବିଜୁସ୍ମୃତି ପାଠାଗାର  ଓ ନାଟ୍ୟସଂଘ ର ସଦସ୍ୟ  ମାନେ ଶୋକ ପ୍ରକାଶ କରିଥିଲେ । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୨୦/୧/୨୦୨୨---୮,୨୫ Sakhigopal News,20/1/2022

    Blog Archive

    Popular Posts