>>
  • ଖୋର୍ଦ୍ଧା ରୋଡ୍ ମଣ୍ଡଳ ପକ୍ଷରୁ ବ୍ୟାପକ ଟିକେଟ ଯାଞ୍ଚ
  • >>
  • ରାସ୍ତା ବିବାଦକୁ ନେଇ ସାମ୍ବାଦିକଙ୍କୁ ଆକ୍ରମଣ , ଜଗନ୍ନାଥ ମନ୍ଦିର ପ୍ରଶାସନର ଖାମଖିଆଲ ନୀତି ପାଇଁ ଜମି ଦଲାଲ ଙ୍କ ମନମାନି
  • >>
  • ଦୁର୍ନୀତିର ଗନ୍ତାଘର ଜଟଣୀ ଉପନିବନ୍ଧକ କାର୍ଯ୍ୟାଳୟ ; ଷ୍ଟାମ୍ପ ପେପର୍ ଓ ଷ୍ଟାମ୍ପ ଟିକଟ ବିକ୍ରୀରେ ଚାଲିଛି ଦଲାଲଗିରି
  • >>
  • ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଶିକ୍ଷକ ଅମରେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି
  • >>
  • ସମ୍ଭାବନା ପରିବାର ପକ୍ଷରୁ ଚୁଡ଼ାଘଷା ଦିବସ ପାଳିତ
  • >>
  • ସତ୍ୟବାଦୀ ରେ ଚନ୍ଦନ ଯାତ୍ରା ଉତ୍ସବ ଉଦଯାପିତ ; ଠାକୁରଙ୍କ ନୀତି କାନ୍ତି ଠିକ ସମୟରେ ହେଉନାହିଁ, ଭକ୍ତଙ୍କୁ ବ୍ୟବହାର ଠିକ୍ କରାଯାଉନାହିଁ
  • >>
  • ରାସ୍ତା ମଝିରେ ଟ୍ରାନ୍ସଫର୍ମର ; ମରଣକୁ ନିମନ୍ତ୍ରଣ, ମୁଣ୍ଡ ଉପରେ ଝୁଲୁଛି ବିଦ୍ୟୁତ ତାର
  • >>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ପାରିବାରିକ କଳହ ରୁ ଆତ୍ମହତ୍ୟା ସନ୍ଦେହ

    A woman's body was found hanging from a house in the wake of a suicide bombing.

       ଭଞ୍ଜନଗର --  ନିଜଘର ଭିତରୁ  ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରିଛି ପୋଲିସ୍ ।  ବେଲଗୁଣ୍ଠା ଥାନା ଅନ୍ତର୍ଗତ ନୂଆଁ ତନରଡା ଗ୍ରାମରେ ଘଟିଛି ଏଭଳି ଘଟଣା ।  ଶଙ୍କର ଗୈାଡଙ୍କ ସ୍ତ୍ରୀ ବାସନ୍ତି ଗୈାଡ ଘରେ ଥିବା ଫେନ୍ ରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଥାନା ରେ ଲିଖିତ ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ବେଲଗୁଣ୍ଠା ପୁଲିସ ୩/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି  । ଖବର ନେବାରେ ଜଣାପଡିଛି , ବାସନ୍ତି ଓ ଶଙ୍କରଙ୍କ ମଧ୍ୟରେ କିଛି ଦିନ ହେଲା  ପାରିବାରିକ ସମସ୍ୟାକୁ ନେଇ ଦୁହିଁଙ୍କ ମଧ୍ୟରେ ଅଶାନ୍ତି ଲାଗି ରହିଥିଲା । ତେବେ ପାରିବାରିକ ଅସନ୍ତୋଷ କୁ କେନ୍ଦ୍ରକରି   ବାସନ୍ତି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ବୋଲି  ଥାନାଧିକାରୀ ପ୍ରକାଶ କୁମାର ସାହୁ କହିଛନ୍ତି  । ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧/୨/୨୦୨୨---୧୦,୪୦   
    Sakhigopal News,1/2/2022

    Blog Archive

    Popular Posts