Breaking News

ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ

 One person was electrocuted

ସାକ୍ଷୀଗୋପାଳ---- ସତ୍ୟବାଦୀ ଥାନା ଅର୍ନ୍ତଗତ ଅଳଗୁମ ପଞ୍ଚାୟତର ଜେନାସାହିର ଜମ୍ବେଶ୍ୱର ବେହେରା( ୫୨)ବର୍ଷ ବିଦ୍ୟୁତ ଆଘାତରେ ମୃତ୍ୟୁ ବରଣ କରିଥିବା ଜଣାପଡିଛି । ସୁଚନାଯୋଗ୍ୟ ଯେ ଘରେ ବିଦ୍ୟୁତ କାମ କରୁଥିବା ବେଳେ କୌଣସି କାରଣରୁ ବିଦ୍ୟୁତ ଆଘାତ ଲାଗିଥିଲା । ପରିବାର ପକ୍ଷରୁ ତାଙ୍କୁ ପ୍ରଥମେ ସାକ୍ଷୀଗୋପାଳ ପରେ ପରେ ପୁରୀ ପଠାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ସତ୍ୟବାଦୀ ପୋଲିସ ଖବର ପାଇ ଶବ ଜବତ କରି ବ୍ୟବଛେଦ କରିବା ପରେ ଶବ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । ୮/୨୨ରେ ଏକ  ଅପମୃତ୍ୟୁ କେସରୁଜ କରାଯାଇ ତଦନ୍ତ ଜାରି ରହିଥିବା ଥାନା ଆଇଆଇସି ଦିଲ୍ଲୀପ କୁମାର ଧଳଙ୍କ ଠାରୁ ସୁଚନା ମିଳିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୩୦/୩/୨୦୨୨---୪.୫୫ 

Sakhigopal News,30/3/2022

Blog Archive

Popular Posts