>>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • >>
  • ଶେଷ ହେଲା "ମା ଭଗବତୀ "ଙ୍କ ନବାଦୀନାତ୍ମକ ଯାତ୍ରା
  • ବ୍ଳକ ସ୍ତରୀୟ ରାଷ୍ଟ୍ରିୟ ଆବିଷ୍କାର ଅଭିଯାନ

    Block-level national discovery campaign.


    ସାକ୍ଷୀଗୋପାଳ---- ସତ୍ୟବାଦୀ ହାଇସ୍କୁଲ ପରିସରରେ ବ୍ଳକ ସ୍ତରୀୟ ରାଷ୍ଟ୍ରିୟଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କୁଇଜ ଓଅଲମ୍ପିୟାଡ ରଚିତ ବିଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହା ଆଗରୁ କ୍ଳଷ୍ଟର ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେଇ ପ୍ରଥମ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବିଦ୍ୟାଳୟର ୨୯ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ । ଅଲମ୍ପିୟାଡରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀର ଛାତ୍ରୀ ଆଲିଶାପାତ୍ର ପ୍ରଥମ ସ୍ଥାନ ଅଧିକାର କରିଥିଲେ । ୨ୟ ସ୍ଥାନରେ ସୁସାନ୍ତ କୁମାର ପଣ୍ଡା,ଦଶମ ଶ୍ରେଣୀରଛାତ୍ର ଗୋପିନାଥ ଦେବ ବିଦ୍ୟାପିଠ, ୩ୟ ସ୍ଥାନ ବାଲୁଙ୍କେଶ୍ୱର ଦାଶ ନବମ ଶ୍ରେଣୀର ଛାତ୍ର ରାଇଚକ୍ରଧରପୁରର । ସେହିପରି କୁଇଜରେ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଶୁଶ୍ରୀ ସିମରନ ମହାପାତ୍ର ପ୍ରଥମ, ଆୟୁଷ ରଥ ,ଶ୍ରୀଜଗନ୍ନାଥ ଆଦର୍ଶ ବିଦ୍ୟାଳୟ, ୩ୟ ସ୍ଥାନସୁପିୟା ନାୟକ , ତୃତୀୟାଦେବ ବିଦ୍ୟା ନିକେତନ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସତ୍ୟବାଦୀ ବ୍ଳକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା,  ସତ୍ୟବାଦୀ ହାଇସ୍କୁଲର ପ୍ରଧାନଶିକ୍ଷକ ତଥା ଭାରପ୍ରାପ୍ତ ବ୍ଳକ ଶିକ୍ଷା ଅଧିକାରୀ ଭବାମ ପ୍ରଧାନ , ଅନ୍ୟ ମାନଙ୍କ ମଧ୍ୟରେ ବିଆରସିସି ପ୍ରଭାସ କୁମାର କରଣ, ଅତିରିକ୍ତ ବ୍ଳକ ଶିକ୍ଷା ଅଧିକାରୀ ମୂଷା ମଲ୍ଲିକ ପ୍ରମୁଖ ଯୋଗଦେଇ ସଫଳତା ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରଷ୍କାର ବିତରଣ କରିଥିଲେ ।ଏହି ଅବସରରେ ଶିକ୍ଷକ ସନ୍ତୋଷ ତ୍ରିପାଠୀଙ୍କୁ ସମ୍ମାନୀତ କରାଯାଇଥିଲା । କାର୍ଯ୍ୟକ୍ରମକୁ ସମସ୍ତ ସିଆରସିସି ମାନେ ପରିଚାଳନାରେ ସହଯୋଗ କରିଥିଲେ । 

    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୩୧/୩/୨୦୨୨--୫,୧୦   

    Sakhigopal News, 31/3/2022

    Blog Archive

    Popular Posts