>>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • >>
  • ଛତିଶଗଡରେ ସ୍ମରଣିକା ଦାରୁ ଦେବତା ର ବିତରଣ ଉତ୍ସବ ଅନୁଷ୍ଠିତ
  • >>
  • ୨ୟ ଦିନରେ ଡ୍ରାଇଭରଙ୍କ ଷ୍ଟିୟରିଂଛାଡ଼ ଆନ୍ଦୋଳନ, ବରଗଡ଼ରେ ଡ୍ରାଇଭର ଙ୍କୁ ଉଠାଇନେଲା ପୋଲିସ
  • >>
  • ସାକ୍ଷୀଗୋପାଳ ରେ ଭାରତବନ୍ଦ ଡାକରା ସଫଳ: ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ
  • >>
  • କଣାସରେ କଲବଲ କରୁଛି ହଇଜା ; କମିବାର ନାଁ ଧରୁ ନାହିଁ
  • >>
  • କରମଳାରେ ବନ ମହୋତ୍ସବ ପାଳିତ
  • >>
  • ଦାରୁଦେବତା ପୁସ୍ତକ ଉନ୍ମୋଚିତ;ଜଗନ୍ନାଥ ସଂସ୍କୃତି ର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି -ଆଇଜି ହିମାଂଶୁ ଲାଲ କହିଲେ
  • >>
  • ସାଇ ଗୁରୁକୁଳ ଆବାସିକ ବିଦ୍ୟାଳୟ ଠାରେ ରୋଟି ମେସିନ୍ ସ୍ଥାପନ
  • >>
  • ୟୁବି ହାଇସ୍କୁଲରେ ଏନ୍ ସିସି ପକ୍ଷରୁ ବନ ମହୋତ୍ସବ ପାଳିତ
  • >>
  • ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇଟି ସ୍ଥାନରେ ଆକ୍ରମଣ, ଦୁଇ ଆହତ, ଦୁଇ ଗିରଫ
  • >>
  • ବାହାଡାପଦର ନୋଡାଲ ହାଇସ୍କୁଲ ଓ ରୋଟାରୀ କ୍ଳବ ତରଫରୁ ବନମହୋତ୍ସବ
  • >>
  • ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ଅନୁଷ୍ଠିତ
  • >>
  • ସାକ୍ଷୀଗୋପାଳ ରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଙ୍କୁ ସ୍ବାଗତ
  • ସତ୍ୟବାଦୀ ବ୍ଳକ ଉପାଧ୍ୟକ୍ଷ ହେଲେ ବଳପୁର ସମିତିସଭ୍ୟା ନିବେଦିତା


    Balpur Samiti member Nivedita became the vice-president of the Satyavadi block 
    ସାକ୍ଷୀଗୋପାଳ----ସତ୍ୟବାଦୀ ବ୍ଳକର ଉପାଧ୍ୟକ୍ଷ ହେଲେ ବଳପୁର ପଞ୍ଚାୟତର ସମିତିସଭ୍ୟ ନିବେଦିତା ପାତ୍ର ।  ୧୮ଜଣ ସମିତିସଭ୍ୟସଭ୍ୟା ସତ୍ୟବାଦୀ ବ୍ଳକ ପଞ୍ଚାୟତ ସମିତିସଭ୍ୟ ଗୃହ ପରିସରରେ ଉପସ୍ଥିତ ରହିଥିଲେ ।  ଜୟପୁର, ଅଳଗୁମ, ମହୁରା, କେତକୀପାଟଣା.ସାଣ୍ଢରାଶାସନ ଓ ଶ୍ରୀରାମଚନ୍ଦ୍ରପୁର ସମିତିସଭ୍ୟ ସଭ୍ୟାମାନେ ଅନୁପସ୍ଥିତ ରହିଥିଲେ । ସର୍ବସମ୍ମତିକ୍ରମେ  ବଳପୁର ସମିତିସଭ୍ୟା ନିବେଦିତା ପାତ୍ର ବ୍ଳକ ଅଧ୍ୟକ୍ଷା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ତାଙ୍କ ବିରୁଧରେ କେହି ପ୍ରାର୍ଥୀପତ୍ର ଦାଖଲ କରିନଥିଲେ । ଶେଷରେ ର୍ନିବାଚନ ଅଧିକାରୀ ତଥା ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟସିଂ ତାଙ୍କୁ ଉପାଧ୍ୟକ୍ଷା ଭାବେ ଘୋଷଣା କରିଥିଲେ ।  ସେଠାରେ ମାଜିଷ୍ଟେଟ ଦାୟତ୍ୱରେ ଥିବା ଅତିରିକ୍ତ ତହସିଲଦାର ସନ୍ତୋଷ ପ୍ରାଣିଗ୍ରାହୀ ଓ ସତ୍ୟବାଦୀ ଥାନା ଆଇଆଇସି ଦିଲ୍ଲୀପ କୁମାର ଧଳ ଉପସ୍ଥିତ ରହିଥିଲେ । ଅତିରିକ୍ତ ଏସପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ କିଛି ସମୟ ପାଇଁ ସତ୍ôୟାଦୀ ବ୍ଳକରେ ଉପସ୍ଥିତ ରହିଥିଲେ । ସତ୍ୟବାଦୀ ବ୍ଳକ ଜିପିଓ ଦାୟତ୍ୱରେଥିବା ସୌଭାଗ୍ୟ ରଞ୍ଜନ କର ନିର୍ବାଚନ ପରିଚାଳନା କରିଥିଲେ । 


    ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୨୩/୩/୨୦୨୨---୩,୧୫ 

      Sakhigopal News , 23/3/2022

    Blog Archive

    Popular Posts