Breaking News

ପାଣିରେ ବୁଡି ବୃଦ୍ଧଙ୍କର ମୃତ୍ୟୁ

An old man drowned

ସାକ୍ଷୀଗୋପାଳ-----ସତ୍ୟବାଦୀ ଥାନା ଅନ୍ତର୍ଗତ ଇନ୍ଦିପୁର ଗ୍ରାମର ପ୍ରତିଜ୍ଞାସାହିର ବଳିୟା ରାଉତ(୭୦ ) ଗବକୁଣ୍ଡ ନିକଟ ଭାର୍ଗବୀ ନଦୀରେ ଭାସୁଥିଲେ । ସ୍ଥାନୀୟ ଲୋକମାନେ ଏହା ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବ ଉଦ୍ଦାର କରି ୯/୨୨ରେ ଏକ ଅପମୃତ୍ୟୁ କେସରୁଜ କରି ଶବ ବ୍ୟବଛେଦ ନିମନ୍ତେ ପୁରୀ ପଠାଇଥିବା ଜଣାପଡିଛି । 

 ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୩୧/୩/୨୦୨୨--୫,୧୦  

 Sakhigopal News, 31/3/2022

Blog Archive

Popular Posts