>>
  • ଜବାହର ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ
  • >>
  • ମକରା ନଦୀରେ କୁମ୍ଭୀର ଆତଙ୍କ ; ବନ ବିଭାଗ ଓ ପୁଲିସ କୁମ୍ଭୀରକୁ ଖୋଜି ଖୋଜି ନୟାନ୍ତ
  • >>
  • ସାତ ରଙ୍ଗ ଓ ସାତଟି ଗଳ୍ପର ଚଳଚିତ୍ର ଇନ୍ଦ୍ରଧନୁ
  • >>
  • କୋଣାର୍କର ବରିଷ୍ଠ ସାମ୍ବାଦିକ ଅଜିତ କୁମାର ମଲ୍ଲିକ ଙ୍କ ଦେହାନ୍ତ
  • >>
  • ସତ୍ୟବାଦୀର ସାରଙ୍ଗାଯୋଡ଼ି ରେ କୁକୁଡ଼ା ମଡକ ; ହତାସ ଚାଷୀ କୁଳ
  • >>
  • ଶିଶୁମାନେ ହିଁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ
  • >>
  • ସତ୍ୟବାଦୀ ରେ ପୁଣି ଲଜ୍ୟା, ନାବାଳିକା ଙ୍କୁ ଦୁର୍ଗମ ଅଭିଯୋଗ
  • >>
  • ସତ୍ୟବାଦୀ ରେ ନିଶାକୁ ନା କାର୍ଯ୍ୟକ୍ରମ ଅନୁଷ୍ଠିତ
  • >>
  • ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ଯୌନ ଉତ୍ପୀଡ଼ନ ସମ୍ବନ୍ଧୀୟ ସଚେତନତା କର୍ମଶାଳା
  • >>
  • ଆଭ୍ୟନ୍ତରୀଣ ଅଭିଯୋଗ କମିଟିତରଫରୁ ଯୌନ ଉପୂୀଡନ ସମ୍ପର୍କିତ ଏକ ସଚେତନତା କର୍ମଶାଳା
  • >>
  • ଆଇନଜୀବୀ ଉପେନ୍ଦ୍ର ବିଶ୍ଵାଳଙ୍କ ପିତୃ ବିୟୋଗ
  • >>
  • ବଳଙ୍ଗା ଥାନା ଘଟଣା, ଚବିଶ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ; ପୀଡ଼ିତାଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି କଲା କଂଗ୍ରେସ
  • >>
  • ଗ୍ୟାଲେରୀ କଲେଜ ରେ ଯୌନ ନିର୍ଯାତନା ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ
  • >>
  • ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ସହିତ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
  • >>
  • କଣାସ ଅଞ୍ଚଳରୁ ୩ମାସ ହେଲା ଝାଡାବାନ୍ତି ପିଛାଛାାଡୁନି; ଆଜି ୧୦ ଆକ୍ରାନ୍ତ
  • ଡେଲାଙ୍ଗ ମହତାବ ହାଇସ୍କୁଲ ର ୧୯୮୪ବ୍ୟାଚର ବନ୍ଧୁ ମିଳନ

     Delang Mahatab High School's 14-batch friends reunite.
    ଡେଲାଙ୍ଗ ---- ଡେଲାଙ୍ଗ ମହତାବ ହାଇସ୍କୁଲ ର ୧୯୮୪ ବ୍ୟାଚର ଏକ ବନ୍ଧୁ ମିଳନ କାଳୁପଡା (ଡେଲାଙ୍ଗ) ଗଡ଼ଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମାଜ କଲ୍ୟାଣ, ଏବଂ ମୋ ସ୍କୁଲ ଉନ୍ନତି ଉପରେ ଆଲୋଚନା ହୋଇଥିଲା । ନିର୍ମ ଳ କୁମାର ପରିଡା , ବସନ୍ତ ବେହେରା , ଦୁର୍ଗା ଚରଣ ବେହେରା , ପ୍ରକାଶ ଶ୍ରୀଚନ୍ଦନ,  ଦିଲିପ ପଟ୍ଟନାୟକ   ପଦ୍ମଚରଣ ସାହୁ, ଯୋଗେନ୍ଦ୍ରନାଥ ବେହେରା, ବିଚିତ୍ରାନନ୍ଦ ପଣ୍ଡା,କ୍ଷେତ୍ର ମୋହନ, କାମଦେବ ପ୍ରମୁଖ ଯୋଗଦେଇଥିଲେ । ଡେଲାଙ୍ଗ ରୁ ଧୀରେନ୍ଦ୍ର ସେନାପତି ଙ୍କ ରିପୋର୍ଟ,୧/୪/୨୦୨୨----୮,୫୦

    Blog Archive

    Popular Posts