Breaking News

ହୃଦଘାତରେ ଚାଷୀଙ୍କର ମୃତ୍ୟୁ

Farmer dies of heart attack.

ସାକ୍ଷୀଗୋପାଳ---- ସତ୍ୟବାଦୀ ଥାନା ଅନ୍ତର୍ଗତ ଭଟ୍ଟପୁର ଗ୍ରାମର ଚରଣ ଜେନା ( ୫୦)ବର୍ଷ । ତାଙ୍କର ହୃଦଘାତ ଯୋଗୁ ମୃତ୍ୟୁ ବରଣ ହୋଇଥିବା ଜଣାପଡିଛି । ତୁରନ୍ତ ତାଙ୍କୁ ସାକ୍ଷୀଗୋପାଳ ମେଡିକାଲକୁ ଅଣାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ସତ୍ୟବାଦୀ ପୋଲିସ ଶବ ଜବତ କରି ୧୧/୨୨ରେ ଏକ ଅପମୃତ୍ୟୁ କେସରୁଜ କରି ଶବ ବ୍ୟବଛେଦ ନିମନ୍ତେ ପୁରୀ ପଠାଯାଇଥିବା ଥାନା ଅଧିକାରୀ ବିଜୟ କେତନ ବେହେରାଙ୍କ ଠାରୁ ସୁଚନା ମିଳିଛି । ଥାନା ଏଏସଆଇ ମଞ୍ଜୁଲତା ଦେଇ  ତଦନ୍ତ କରୁଥିବା ଜଣାପଡିଛି । ସାକ୍ଷୀଗୋପାଳରୁ ଧୀରେନ୍ଦ୍ର ସେନାପତି, ୩୧/୫/୨୦୨୨---୪,୪୦  Sakhigopal News, 31/5/2022

Blog Archive

Popular Posts