>>
  • ସମ୍ପତ୍ତି ବାଡିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଶାଳୀ କୁ ହାଣିଲା ଭିଣୋଇ
  • >>
  • ବିଶ୍ବ ପରିବେଶ ସୁରକ୍ଷା ଦିବସରେ ଭଞ୍ଜନଗର ବ୍ଲକ ବାହାଡାପଦର ନୋଡାଲ ହାଇସ୍କୂଲକୁ ପ୍ରକୃତି ମିତ୍ର ପୁରସ୍କାର ପାଇଲା
  • >>
  • ଭାରତ ବିକାଶ ପରିଷଦ ସତ୍ୟବାଦୀ ଶାଖା ତରଫରୁ ବିଶ୍ଵ ପର୍ଯ୍ୟାବରଣ ଦିବସ ପାଳିତ
  • >>
  • ଆମିଷ ବଜାର ପାଇଁ ମୁଖ୍ୟ ରାସ୍ତା ଅବରୋଧ; ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ
  • >>
  • ଏକ୍ ପେଡ୍ ମା’ କେ ନାମ୍ ୨.୦” ଅଭିଯାନର ଶୁଭାରମ୍ଭ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଭିଡିଓ ବାର୍ତ୍ତା
  • >>
  • ଓଡ଼ିଆ ବିଶ୍ବବିଦ୍ୟାଳୟର ଚତୁର୍ଥ ସେମିଷ୍ଟାର ପରୀକ୍ଷା ଫଳ ପ୍ରକାଶିତ
  • >>
  • ପ୍ରଧ୍ୟାପକ ସ୍ଵର୍ଗତ ଅଶୋକ ତ୍ରିପାଠୀଙ୍କ ସ୍ମୃତିରେ ମେଧାବୀ ଛାତ୍ରୀ ସମ୍ବର୍ଦ୍ଧନା ଓ କବିତା ଆସର ଅନୁଷ୍ଠିତ
  • >>
  • ଟାଟା ପାୱାର ର ଲୁଚକାଳି ଖେଳରେ ହିନସ୍ଥା ଭୋଗୁଛନ୍ତି ଉପୋଭକ୍ତା
  • >>
  • ସରକାରୀ ପୋଷ୍ଟ ଅଫିସରେ ପଶି ଆସବପତ୍ର ଭଙ୍ଗାରୁଜା ଓ ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗରେ ଦୁଇ ଯୁବକ ଗିରଫ
  • >>
  • ବେକରେ ରସି ଲଗାଇ ବିବାହିତ ମହିଳା ଆତ୍ମହତ୍ୟା କାରଣ ଅସ୍ବଷ୍ଠ
  • >>
  • ତାରାସିଙ୍ଗି ବନାଞ୍ଚଳରେ ସମ୍ବର ଶିକାର.ଦୁଇ ଶିକାରୀ ଗିରଫ , ମାଂସ,ଶିଙ୍ଗ ଓ କାତି ଜବତ, ଦୁଇ ଫେରାର
  • >>
  • ସରିଲା ଦେବ ବିବାହ ଓ ସମ୍ବଲପୁରର ମହାପର୍ବ ଶୀତଳ ଷଷ୍ଠି ;ସମ୍ବଲପୁର ଦେଖାଇଲା ମାନବୀୟ ମହାନତାର ମହାପର୍ବ
  • >>
  • ନିଷ୍ଠା ପରିବାର ତରଫ ରୁ ଜାତୀୟ କେନସର ସର୍ଭାଇଭର ଡେ ପାଳିତ
  • >>
  • ଘୁମୁସର ବରିଷ୍ଠ ନାଗରିକ ମଞର ବୈଠକ ଭଞ୍ଜନଗର
  • >>
  • ଶାନ୍ତିସ୍ରୋତ ଭବନରେ ନିଶାମୁକ୍ତ ଦିବସ ପାଳିତ
  • ସମାଜ ସେବୀ ଶରତ ଭୋଇଙ୍କର ଅକାଳ ବିୟୋଗ

     Premature death of social worker Sarat Voy
    ବରଗଡ଼---- ବରଗଡ ଜିଲ୍ଲା ଭେଡେନ ବ୍ଲକ ଭୋଇପାଲି ଗ୍ରାମର ସମାଜ ସେବୀ ଶରତ ଭୋଇ ୮୩ ବର୍ଷ ବୟସ ରେ ସକାଳ ୭.୩୦ ସମୟରେ ଦେହାନ୍ତ ହୋଇଯାଇଛି । ତାଙ୍କର ମୃତ୍ୟୁ ସଜ୍ଜା ନିକଟରେ ଦୁଇଝିଅ, ନାତି ନାତୁଣୀ ଓ ଏକମାତ୍ର ପୁଅ ପିତବାସ ଙ୍କ ସହିତ ବନ୍ଧୁ ଆତ୍ମୀୟ ପରିଜନ ଉପସ୍ଥିତ ଥିଲେ। ତାଙ୍କର ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଭୋଇପାଲି ଗ୍ରାମ ର ଉନ୍ନତି ମୂଳକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ। ସଂକିର୍ତ୍ତନ, ସମ୍ପ୍ରଦା ରେ ପ୍ରମୁଖ ଭୂମିକାରେ ଅଂଶଗ୍ରହଣ କରିଥିଲେ। ତାଙ୍କର ମରଶରୀର ଶେଷ ଦର୍ଶନ କରିବା ପାଇଁ ବହୁ ବହୁମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ପୁଷ୍ପ ମାଲ୍ୟ ଅର୍ପଣ କରି ଶବଧାରରେ ସାମିଲ ହୋଇଥିଲେ । ପରିଶେଷରେ ତାଙ୍କର ଭୋଇପାଲି ସ୍ଵର୍ଗଦ୍ଵାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏଥିରେ ତାଙ୍କର ଏକମାତ୍ର ପୁତ୍ର ପିତବାସ ଭୋଇ ମରଶରୀର ମୁଖାଗ୍ନି ଦେଇଥିଲେ । ବରଗଡ଼ ରୁ ଭବାନୀ ଶଙ୍କର ପାଢୀ ଙ୍କ ରିପୋର୍ଟ,୨୮/୫/୨୦୨୨ ---୬,୫୦ Sakhigopal News,28/5/2022

    Blog Archive

    Popular Posts