Breaking News

>>
  • ସାକ୍ଷୀଗୋପିନାଥ ଦେବଙ୍କ ବାହାର ଚନ୍ଦନଯାତ୍ରା ଶେଷ; କାଲି ହେବ କିଚକ ବଧ
  • >>
  • ସତ୍ୟବାଦୀ ରେ ବିଜେପିର ମିଡିଆ ସେଲ ଦାୟିତ୍ବରେ ପ୍ରଭାତ ଓ ଅମର
  • >>
  • ସତ୍ୟବାଦୀ ରେ ଆର୍ଟ ଅଫ ଗିଭିଂ ପାଳିତ
  • >>
  • ଡେଲାଙ୍ଗ କୋଠବାଡ ପଞ୍ଚାୟତ କାର୍ଯ୍ୟାଳୟରେ କୃଷକଙ୍କ ସମସ୍ୟା ଦୂର ପାଇଁ ସମୀକ୍ଷା
  • >>
  • ଡେଲାଙ୍ଗ ଜଳ ସମ୍ପଦ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଲକ୍ଷ୍ମୀ ନାରାୟଣ ମନ୍ଦିରର ୫୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
  • >>
  • ଭଞ୍ଜନଗର ରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ
  • >>
  • ଭଂଜନଗର ରେ ଦ୍ବାଦଶ ତମ ଆର୍ଟ ଅଫ ଗିଭିଂ ଡେ ପାଳିତ
  • >>
  • ଗ୍ରାମ ରେ ଅଲୌକିକ ଘଟଣା ,ମାଟି ତଳେ ଶିବଲିଙ୍ଗ , ଉଦ୍ଧାର କଲେ ଗ୍ରାମବାସୀ
  • >>
  • ଭିର୍ନ୍ନକ୍ଷମ ସୁନିତାଙ୍କ ବିବାହରେ ସାହାର୍ଯ୍ୟର ହାତ ବଢ଼େଇଲା ବିପଦର ବନ୍ଧୁ ଓଡିଶା
  • >>
  • ମୁଖ୍ୟ ରାସ୍ତାରୁ ତାଡି ବିକୁଥିଲେ ମୋରମ |ଟ୍ରାକ୍ଟର ଓ ଜେସିବି ସହ ୨ ଥାନା ରେ ଅଟକ
  • >>
  • ଅତିରିକ୍ତ ତହସିଲଦାର ଓ ଦଲାଲ ଙ୍କ ମଧୁଚନ୍ଦ୍ରିକାରେ ବେଆଇନ ପଟ୍ଟା କରବାର ; ଜନ ଅସନ୍ତୋଷ ବୃଦ୍ଧି
  • >>
  • ସତ୍ଯବାଦୀରେ ତିନି ସେନାଙ୍କ ବୀରତ୍ୱକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ରା
  • >>
  • ତିନି ସେନାର ବୀରତ୍ୱ ପରାକ୍ରମକୁ ସମ୍ମାନ ଜଣାଇ ତ୍ରିରଙ୍ଗା ଶୋଭାଯାତ୍ର
  • >>
  • ଜଟଣୀରେ ସେନା ବାହିନୀ ଉଦ୍ଦେଶ୍ୟରେ ତୀରଙ୍ଗା ଶୋଭାଯାତ୍ରା
  • >>
  • ଗୁରୁଦେବ ଶ୍ରୀ ଶ୍ରୀ ରବି ଶଙ୍କରଙ୍କ ଜନ୍ମ ଦିନରେ ରକ୍ତ ଦାନ ଶିବିର
  • ଜୁଆଖେଳ ଆଡ୍ଡା ଉପରେ ଚଢ଼ାଉ , ୭ ଗିରଫ , ୫୨ ହଜାର ଟଙ୍କା ଜବତ

    A raid on a gambling den, four arrests, and Rs 52,000 seized

    ଭଞ୍ଜନଗର-- ସାତଜଣ ଜୁଆଡିଙ୍କୁ ଗିରଫ କଲା ଗଂଜାମ ଜିଲ୍ଲା ବେଲଗୁଣ୍ଠା ଥାନା ପୋଲିସ । ସେମାନଙ୍କ ଠାରୁ ନଗଦ ୫୨ ହଜାର ୧୪୦ ଟଙ୍କା ଜବତ ହୋଇଛି । ଏହାସହ ୪ ଟି ମୋଟର ସାଇକେଲ ଏବଂ ୭ ଟି ମୋବାଇଲ ମଧ୍ୟ ଜବତ କରିଛି ପୋଲିସ । ଥାନା ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ସ୍ଥାନୀୟ କୋକଲୁଣ୍ଡା ଗାଁର କାଳୀ ମନ୍ଦିର ନିକଟରେ ଜୁଆଖେଳ ଚାଲିଥିବା ନେଇ ପୋଲିସ୍ ଖବର ପାଇ ଚଢ଼ାଉ କରିଥିଲା । ଚଢ଼ାଉ ପରେ ସଂପୃକ୍ତ ସମସ୍ତ ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗଂଜାମ ଜିଲ୍ଲାରେ ବିଭିନ୍ନ ସମୟରେ ଜୁଆଖେଳ ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଚାଢାଉ ଜାରି ରହିଛି ବୋଲି ଥାନା ଅଧିକାରୀ ଙ୍କଠାରୁ ସୁଚନା ମିଳିଛି ।
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ,୧/୭/୨୦୨୨----୬,୧୦     Sakhigopal News,1/7/2022

    Blog Archive

    Popular Posts