>>
  • ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ;ସ୍ୱାସ୍ଥ୍ୟ ପ୍ରତି ଯତ୍ନ ହୁଅ
  • >>
  • ସିଏସବି ଜିଲ୍ଲା ସ୍କୁଲରେ ସମ୍ବର୍ଦ୍ଧନା ଓ ମାର୍ଗଦର୍ଶନ କାର୍ଯ୍ୟକ୍ରମ
  • >>
  • ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ପକ୍ଷରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳିତ
  • >>
  • ଅଗ୍ନି ବିପନ୍ନଙ୍କୁ ଗୃହ କାଯ୍ୟାଦେଶ ବଣ୍ଟନ କଲେ ବିଧାୟକ
  • >>
  • ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ଜାତୀୟ ଡିଜିଟାଲ୍ ଲାଇବ୍ରେରି କର୍ମଶାଳା ଆୟୋଜିତ
  • >>
  • ଜନ୍ମ ଦିନରେ ରକ୍ତ ଦାନ ଶିବିର ୪୩ ୟୁନିଟ୍ ସଂଗୃହୀତ
  • >>
  • କୁଦିଆରି ଆରଆଇ କାର୍ଯ୍ୟାଳୟ ଅନ୍ୟତ୍ର ସ୍ଥାନାନ୍ତରିତକୁ ନେଇ ଆନ୍ଦୋଳନ ପାଇଁ ସଜବାଜ
  • >>
  • ଏକ କୋଟି ରୁ ଅଧିକ ଟଙ୍କାର ରୂପା ଜବତ
  • >>
  • ଧନୁପାଲି ଶିଶୁ ବିଦ୍ୟାମନ୍ଦିର ପରିସରରେ ଗୁରୁ ପୂର୍ଣ୍ଣିମା ଦିବସ ପାଳିତ
  • >>
  • ସୁନୀତା ଛାଡିଲେ ବିଜେଡି, କଂଗ୍ରେସର ହାତ ଧରିଲେ , ଘରକୁ ଫେରିବା ପରେ କର୍ମୀମାନେ ଖୁସି
  • >>
  • ସତ୍ୟବାଦୀ ରେ ବ୍ୟାସ ପୂର୍ଣିମାରେ ଗୁରୁପୂଜନ
  • >>
  • ସତ୍ୟବାଦୀରେ ଜାତୀୟ ମତ୍ସ୍ୟ ଚାଷୀ ଦିବସ ପାଳିତ ସହିତ ପ୍ରଶିକ୍ଷଣ ଓ ସଚେତନତା ଶିବିର ଅନୁଷ୍ଠିତ
  • >>
  • ବୃକ୍ଷରୋପଣ ସଚେତନତା କାର୍ଯକ୍ରମ ଅନୁଷ୍ଠିତ
  • >>
  • ସାବିତ୍ରୀ ମହିଳା ମହାବିଦ୍ୟାଳୟ ରେ ନୂତନ ଛାତ୍ରୀ ଓ ଅଧ୍ୟାପିକାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
  • >>
  • ଅବସର ପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା ସମାରୋହ; ଗୁରୁ ହେଉଛନ୍ତି ଏକ ସତ୍ତା ଓ ଏକ ଅନୁଭବ
  • ଆର୍ଟ ଗାଲେରୀ,ନିଉଜ୍ କର୍ନର ଓ ଓ୍ବାଲ ମାଗାଜିନ ଭଦଘାଟିତ

    Art Galleries, News Corner and Oval Magazine are on fire

    ଭଞ୍ଜନଗର-_ ଗାଲେରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଗଞ୍ଜାମ, ବ୍ରହ୍ମପୁରଙ୍କ ନିର୍ଦ୍ଦେଶ କ୍ରମେ ଆର୍ଟ ଗ୍ୟାଲେରୀ, ନିଉଜ କର୍ନର, ୱାଲ ମାଗାଜିନ୍ ପ୍ରଧାନଶିକ୍ଷକ ଶ୍ରୀ ଅରୁପ କୁମାର ମହାପାତ୍ରଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନ ସମାରୋହକୁ ଶିକ୍ଷୟିତ୍ରୀ  ଉଷାରାଣୀ ବିଶ୍ଵାଳ ସଂଯୋଜନା କରିଥିଲେ। ପ୍ରଧାନ ଶିକ୍ଷକ ଶ୍ରୀ ମହାପାତ୍ର ଶିକ୍ଷାର୍ଥୀ ମାନଙ୍କୁ ଜୀବନରେ ସୃଜନଶୀଳ ହେବାପାଇଁ ଓ ନିଜକୁ କାଳୋପଯୋଗୀ କରିବାପାଇଁ ସମ୍ବାଦପତ୍ର ଓ ପତ୍ରିକା ନିୟମିତ ପଢ଼ିବା ଜରୁରୀ ବୋଲି ବୁଝାଇଥିଲେ।ଏହି କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ଶ୍ରୀ ଆଦିତ୍ୟ ପ୍ରସାଦ ତ୍ରିପାଠୀ, ଶ୍ରୀ ସତ୍ୟନାରାୟଣ ଶତପଥୀ, ଶ୍ରୀ ସୁବାଷ ଚନ୍ଦ୍ର ମଲ୍ଲିକ, ଶ୍ରୀ ସୁଶିଲ କୁମାର ସାହୁ, ଶ୍ରୀ ଗୋପାଳକୃଷ୍ଣ ଦଳବେହେରା, ଶ୍ରୀ ଦିବ୍ୟଜ୍ୟୋତି ପ୍ରଧାନ, ଶ୍ରୀ ଶେଷଦେବ ପଣ୍ଡା, ଶ୍ରୀ ସାଗର ମହାରଣା, ଶ୍ରୀ ପ୍ରଦୀପ ମଲ୍ଲିକ ସହ ଶିକ୍ଷୟିତ୍ରୀ ଶ୍ରୀମତୀ ଉଷାରାଣୀ ସାମନ୍ତ  ଆଦି ସହଯୋଗ କରିଥିଲେ। ସରକାରଙ୍କ ଏହି ପଦକ୍ଷେପ ବାସ୍ତବରେ ସ୍ବାଗତଯୋଗ୍ୟ ବୋଲି ବୁଦ୍ଧିଜୀବୀ ମହଲରେ ପ୍ରକାଶ ପାଇଛି । 
    ଭଞ୍ଜନଗରରୁ ରବିନ୍ଦ୍ର ପ୍ରଧାନଙ୍କ ରିପୋର୍ଟ, ୨୭/୬/୨୦୨୨--୮,୪୦  Sakhigopal News,27/6/2022

    Blog Archive

    Popular Posts